କଣ୍ଟାବାଞ୍ଜି ଥାନା ଘେରାଉ

ବଲାଙ୍ଗିର: ବଲାଙ୍ଗିର ତୁରେଇକେଲା ଯିବା ରାସ୍ତାର ନୂଆ ବସ୍‌ଷ୍ଟାଣ୍ଡ ପଛପଟେ ଥିବା ଏକ ପରିତ୍ୟକ୍ତ କୂଅରେ ରବିବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ପୋଲିସ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କୂଅରୁ ମୃତଦେହ ଉଦ୍ଧାର ହେବା ପରେ ପରିବାର ଲୋକ ଚିହ୍ନଟ କରିଥିଲେ । ଗତକିଛି ଦିନ ତଳେ କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଡୁମେରଚୁଆ ଗାଁ ରକୁଞ୍ଜ ମାଝୀ ନାମକ ଯୁବକ ରାତିରେ ଘରେ ଥିବାବେଳେ ତାଙ୍କ ପାଖକୁ ଏକ ଫୋନ୍ କଲ୍… Continue reading କଣ୍ଟାବାଞ୍ଜି ଥାନା ଘେରାଉ

ଓଡ଼ିଶ ଗ୍ରାମରେ ରଥଯାତ୍ରା ଅନୁଷ୍ଠିତ

ଭୁବନ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଧୂମଧାମରେ ପାଳନ କରାଯାଇଥିବା ଦେଖିବାକୁ ମିଳିଛି । ଶ୍ରୀକ୍ଷେତ୍ର ପୁରୀରେ ଚତୁର୍ଦ୍ଧାମୂର୍ତିଙ୍କ ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହୋଇଥିବାବେଳେ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମଂପଚାୟତରେ ମଧ୍ୟ ଅନୁରୂପ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଭାବେ ପଣ୍ଡିତ ଦେବଶର୍ମା ଶ୍ରୀଧର ଶତପଥୀ ଚତୁର୍ଦ୍ଧାମୂର୍ତିଙ୍କ ପୂଜାର୍ଚ୍ଚନା କରିବା ସହିତ ସମସ୍ତ ଦେବନୀତି ସମାପନ କରିଥିଲେ । ଭକ୍ତ ଲିଟୁନ ସେଠୀ ଏଥିରେ… Continue reading ଓଡ଼ିଶ ଗ୍ରାମରେ ରଥଯାତ୍ରା ଅନୁଷ୍ଠିତ

ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ସଭାପତି, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ପୌରହିତ୍ୟ ଓ ଶ୍ରୀକାନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ପ୍ରତ୍ୟେକ ଉଦ୍ୟୋଗୀ ଜଣେ ଜଣେ ରାଷ୍ଟ୍ରସେବକ ଓ ସମର୍ପିତବ୍ୟକ୍ତି ସତ୍ତା l ବହୁଘାତ ପ୍ରତିଘାତ ଭିତରେ ଜଣେ ଉଦ୍ୟୋଗୀ ଗତି କରିବା ସହିତ ରାଷ୍ଟ୍ରର ବହୁବିଦ୍ଧ ଉନ୍ନତିପାଇଁ ତାଙ୍କ ସେବା, ନିଷ୍ଠା ସମର୍ପଣ ଭାବ ବେଶ ପ୍ରଶଂସନୀୟ l ଉକ୍ତ ମାସିକ ବୈଠକ ରେ… Continue reading ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ

ନିସ୍ୱାର୍ଥ ସେବାର ପଥେ ପଥେ ଜଗନ୍ନାଥ

ଭୁବନେଶ୍ୱର: ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଉପଲକ୍ଷେ ଭୁବନେଶ୍ବର ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ନିଃସ୍ୱାର୍ଥ ସେବା ଓଡ଼ିଶା ଆଣ୍ଡ ଚାରିଟେବଲ୍ ଟ୍ରଷ୍ଟ ତରଫରୁ ଆୟୋଜିତ ଏକ ନିଆରା କାର୍ଯ୍ଯକ୍ରମ “ପଥେ ପଥେ ଜଗନ୍ନାଥ” ପୁରୀ ବାଇପାସ୍ ନୂଆ ଜଗନ୍ନାଥ ସଡ଼କରେ ଅନୁଷ୍ଠିତ ହୋଇଯାଇଅଛି । ହୋମ ପୂଜା ସହ ପୂର୍ବାହ୍ନରେ “ଭାବର ପଣା” ବଣ୍ଟନ ସହିତ କାର୍ଯ୍ଯକ୍ରମକୁ ଶୁଭାରମ୍ଭ କରାଯାଇଥିଲା । ସଂନ୍ଧ୍ଯାରେ ଦିବ୍ଯାଙ୍ଗ କଳାକାର ମାନଙ୍କ ଦ୍ବାରା ଏକ ବିଶେଷ ଭକ୍ତି ସଂଙ୍ଗୀତ ପରିବେଷଣ… Continue reading ନିସ୍ୱାର୍ଥ ସେବାର ପଥେ ପଥେ ଜଗନ୍ନାଥ

ନିରଞ୍ଜନ ସାହୁ ଙ୍କୁ ବିଶ୍ଵ ମଣି ପଣ୍ଡିତ ଗୋପବନ୍ଧୁ ସ୍ମୃତି ସମ୍ମାନ

ବାଙ୍କୀ: ବାଙ୍କୀ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଥୁରିପଡା ଠାରେ ବାଙ୍କୀ ପୂଜ୍ଯ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ତରଫରୁ ପୁଣ୍ଯଶ୍ଲୋକ ପଣ୍ଡିତ ଗୋପବନ୍ଧୁ ଦାସଙ୍କ 97 ତମ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଇଛି। ବିଦ୍ୟାଳୟ ପରିସରରେ ଗୋପବନ୍ଧୁଙ୍କ ନାତି ରବିନ୍ଦ୍ର ନାଥ ଦାସ ଙ୍କ ଦ୍ୱାରା ଉନ୍ମୋଚିତ ଦାସେ ଆପଣେଙ୍କ ପ୍ରତି ମୂର୍ତ୍ତି ନିକଟରେ ବୈଦିକ ରୀତିରେ ଶ୍ରାଦ୍ଧ କର୍ମ ଓ ତିଳ ତର୍ପଣ କରା ଯାଇଥିଲା। ବାଙ୍କୀ ପୂଜ୍ଯ ପୂଜା ସଂସ୍କୃତି… Continue reading ନିରଞ୍ଜନ ସାହୁ ଙ୍କୁ ବିଶ୍ଵ ମଣି ପଣ୍ଡିତ ଗୋପବନ୍ଧୁ ସ୍ମୃତି ସମ୍ମାନ

ସବୁଜ ଓଡ଼ିଶା ଗଢ଼ି ତୋଳିବା ପାଇଁ ବ୍ୟାପକ ଚାରାରୋପଣ ଜରୁରୀ: ମହେଶ୍ୱର ସାହୁ

ବାଲିଅନ୍ତା: ମହାନ ସ୍ୱାଧୀନତା ସଂଗ୍ରମାୀ ତଥା ଜନସଂଘର ପ୍ରତିଷ୍ଠାତା ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନକୁ ସ୍ମରଣୀୟ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଓଡ଼ିଶାରେ ବ୍ୟାପକ ବୃକ୍ଷ ଚାରାରୋପଣ କରିବାକୁ ବିଜେପି କୃଷକ ମୋର୍ଚ୍ଚା ଲକ୍ଷ୍ୟ ରଖିଛି । ଏନେଇ ଅଗଷ୍ଟ ୧୫ ସୁଦ୍ଧା ଓଡ଼ିଶାର ସବୁ ଗ୍ରାମରେ ୧୦ ଲକ୍ଷ ବୃକ୍ଷ ଚାରାରୋପଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଆଜି ପବିତ୍ର ନେତ୍ର ଉତ୍ସବ ଅବସରରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ଅନ୍ତର୍ଭୁକ୍ତ ଧଉଳି… Continue reading ସବୁଜ ଓଡ଼ିଶା ଗଢ଼ି ତୋଳିବା ପାଇଁ ବ୍ୟାପକ ଚାରାରୋପଣ ଜରୁରୀ: ମହେଶ୍ୱର ସାହୁ

ବିଜେଇଏମ୍ ସ୍କୁଲ-୨ର ଦଶମ ଓ ଦ୍ବାଦଶ ଶ୍ରେଣୀର କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ବାଲିଅନ୍ତା: ସତ୍ୟଭାମାପୁରସ୍ଥିତ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟ – ୨ର ଦଶମ ଓ ଦ୍ବାଦଶ ଶ୍ରେଣୀର ୨୦୨୪-୨୫ ଶିକ୍ଷାବର୍ଷ ନିମନ୍ତେ ୯୦% ରୁ ଅଧିକ ରଖିଥିବା କୃତୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସମ୍ବର୍ଦ୍ଧନା ଉତ୍ସବ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ବିଦ୍ୟାଳୟର ସଭାପତି ରଘୁନାଥ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ କୃତୀତ୍ଵ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା କରିଥିଲେ । ମହୋଦୟଙ୍କର ପ୍ରେରଣାମୂଳକ ବକ୍ତବ୍ୟ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ନୂତନ ଜୀବନର… Continue reading ବିଜେଇଏମ୍ ସ୍କୁଲ-୨ର ଦଶମ ଓ ଦ୍ବାଦଶ ଶ୍ରେଣୀର କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ସତ୍ୟଭାମାପୁର ସରକାରୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଅନ୍ତା: ଖୋରଧା ଜିଲ୍ଲା ବାଲିଅନ୍ତା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ସତ୍ୟଭାମାପୁରର ୫୯ ତମ ବାର୍ଷିକ ଉତ୍ସବ ତଥା ପୁରସ୍କାର ପ୍ରଦାନ ସମାରୋହ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସତ୍ୟଭାମାପୁର ଗ୍ରାମ ପଂଚାୟତର ସରପଂଚ ରଶ୍ମିତା ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ଅତିଥିମାନଙ୍କ ଦ୍ୱାରା ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଏବଂ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଉତ୍ସବର ଶୁଭ ଉଦ୍ଘାଟନ କରାଯାଇଥିଲା । ବିଦ୍ୟାଳୟ ପଞ୍ଚଶିକ୍ଷା ସେତୁ… Continue reading ସତ୍ୟଭାମାପୁର ସରକାରୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥିଙ୍କ ମାତୃ ବିୟୋଗ

ଭୁବନେଶ୍ୱର: ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ର ଅଧ୍ୟକ୍ଷ, ବରିଷ୍ଠ ସାମ୍ବାଦିକ,ପ୍ରଦ୍ୟୁମ୍ନ ଶତପଥି ଙ୍କ ମାତୃଦେବ ଉମା ଦେବୀ ଙ୍କ 99 ବର୍ଷ ବୟସରେ ବିୟୋଗ ଘଟିଛି l ବହୁ ପ୍ରତିଭାର ଅଧିକାରିଣୀ ଜଣେ ସରଳ, ମିଷ୍ଠଭାଷୀ, ଅମାୟିକ ବ୍ୟକ୍ତିତ୍ୱ ମହିଳା ଭାବେ ସେ ବେଶ ସୁପରିଚିତ ଥିଲେ l ଦୀର୍ଘ ଦିନ ଧରି ଏକ ଘରୋଇ ହସ୍ପିଟାଲ ରେ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ସେ ଚିକିତ୍ସାଧୀନ ଥିଲେ l ପୁରୀ ସ୍ବର୍ଗଦ୍ୱାର ଠାରେ ତାଙ୍କ… Continue reading ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥିଙ୍କ ମାତୃ ବିୟୋଗ

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର

ଭୁବନେଶ୍ୱର: ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନ ଭୋଜନ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସମସ୍ତ ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ରାଶିକୁ ପୁଣି ବୃଦ୍ଧି କରାଯାଇଛି। ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ୨ଟଙ୍କା ୯୨ପଇସା ଲେଖାଏ ବୃଦ୍ଧି ହୋଇଛି। ପୂର୍ବରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ… Continue reading ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର

You cannot copy content of this page