ବଲାଙ୍ଗିର,୨୬/୦୪ : ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଙ୍କ ଜୟନ୍ତୀ ସମାରୋହ ଉତ୍ସବ ସ୍ଥାନୀୟ ଗାନ୍ଧୀ ଭବନରେ ଆଜି ପୂର୍ବାହ୍ନ ରେ ଅନୁଷ୍ଠିତ ହୋଇଛି | ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଡେପୁଟି କଲେକ୍ଟର ଦେବସ୍ମିତ ମଲ୍ଲିକ, ମୁଖ୍ୟ ବକ୍ତା ଆଧ୍ୟାପକ ଶ୍ରୀ ସନ୍ଦୀପ କୁମାର କୁଅଁର, ଆସିଷ୍ଟାଣ୍ଟ ଡ଼ାଇରେକ୍ଟର (ଯୋଜନା) ଶ୍ରୀ ସଞ୍ଜୟ କୁମାର ଦୀପ , ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର , ବୁଦ୍ଧିଜୀବି ନୀଳମଣି… Continue reading ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଉତ୍ସବ
ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଉତ୍ସବ