ଭୁବନେଶ୍ୱର, 25/04/25: ଜାମ୍ମୁ କାଶ୍ମୀର ର ପହଲ ଗ୍ରାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ସହିତ ଆତଙ୍କବାଦୀ ମାନଙ୍କୁ କଠୋର ଦଣ୍ଡବିଧାନ କରିବାକୁ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସମ୍ପାଦକ ଅରବିନ୍ଦ ତ୍ରିପାଠୀ ଙ୍କ ସଂଯୋଜନା ରେ ସ୍ଥାନୀୟ ବୁଦ୍ଧ ମନ୍ଦିର ଗେଟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି l ଆତଙ୍କବାଦୀ କାର୍ଯ୍ୟକଳାପ ଓ ଆତଙ୍କବାଦୀଙ୍କୁ କଠୋର ରୁ କଠୋର ଦଣ୍ଡ ବିଧାନ ଭାରତ ସରକାର କରିବାକୁ ଅନୁଷ୍ଠାନ ପକ୍ଷରୁ… Continue reading ପହଲଗ୍ରାମ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ସହ କଠୋର କାର୍ଯ୍ୟାନୁଷ୍ଠାନ ଦାବି
ପହଲଗ୍ରାମ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ସହ କଠୋର କାର୍ଯ୍ୟାନୁଷ୍ଠାନ ଦାବି