ଭୁବନେଶ୍ୱର-ଜୁନାଗଡ଼ ହୀରାଖଣ୍ଡ ଏକ୍ସପ୍ରେସ ଟ୍ରେନର କୋଚ ନଂ(ବି-୩)କାର୍ଯ୍ୟରତ କର୍ମଚାରି ଙ୍କ ମୃତ୍ୟୁ କୁ ନେଇ ସନ୍ଦେହ

ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ କଳାହାଣ୍ଡି, ୩|୪ (ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ରୁ – ଭୁବନେଶ୍ଵର ଯାଉଥିବା ହୀରାଖଣ୍ଡ ଏକ୍ସପ୍ରେସ ଟ୍ରେନ୍‌ରେ କାର୍ଯ୍ୟରତ ବେଡ୍‌ରୋଲର ଲକ୍ଷ୍ମୀକାନ୍ତ ଦୁର୍ଗାଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ପତିତପାବନ ଦୁର୍ଗା ଜୁନାଗଡ଼ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଜୁନାଗଡ଼ ଥାନା ବ୍ରାହ୍ମଣୀଗୁଡ଼ା ଗ୍ରାମର ଲକ୍ଷ୍ମୀକାନ୍ତ ହୀରାଖଣ୍ଡ ଏକ୍ସପ୍ରେସ ଟ୍ରେନରେ ବେଡ୍‌ରୋଲର ଭାବେ କାର୍ଯ୍ୟ କରୁଥିଲେ । ଗତ ୨୯ ତାରିଖରେ ଭୁବନେଶ୍ବର-ଜୁନାଗଡ଼ ହୀରାଖଣ୍ଡ ଏକ୍ସପ୍ରେସ୍… Continue reading ଭୁବନେଶ୍ୱର-ଜୁନାଗଡ଼ ହୀରାଖଣ୍ଡ ଏକ୍ସପ୍ରେସ ଟ୍ରେନର କୋଚ ନଂ(ବି-୩)କାର୍ଯ୍ୟରତ କର୍ମଚାରି ଙ୍କ ମୃତ୍ୟୁ କୁ ନେଇ ସନ୍ଦେହ

ତୁର୍କା ଗାଁ କୁ ନିୟମିତ ପାନୀୟ ଜଳ ଓ ବିଜୁଳି ମିଳିବ କେବେ ?

ଭବାନୀପାଟଣା, ଉତ୍କଳ ବୁଲେଟିନ (ଜଗନ୍ନାଥ ) : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଆଦିବାସୀ ତୁର୍କା ଗାଁ ସମସ୍ୟା ଘେରରେ ରହିଛି। ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ରକ୍ଷା ନ କରିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରକାଶ ଥାଉକି, ଲାଞ୍ଜିଗଡ଼ ବ୍ଲକ ସଦର ମହକୁମାରୁ ୩୫ କିମି ଦୂର ତଥା ଲାଞ୍ଜି ପଞ୍ଚାୟତ କାର୍ଯ୍ୟାଳୟରୁ ୧୬ କିମି ଦୂରରେ ରହିଛି ତୁର୍କା ଗାଁ। ଗାଁରେ ୧୦୦ ବର୍ଷ ପୂର୍ବରୁ ୩୦ ଆଦିବାସୀ ପରିବାର ବସବାସ… Continue reading ତୁର୍କା ଗାଁ କୁ ନିୟମିତ ପାନୀୟ ଜଳ ଓ ବିଜୁଳି ମିଳିବ କେବେ ?

ଗୁଣ୍ଡୁରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଅବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ

ଭବାନୀପାଟଣା, ଉତ୍କଳ ବୁଲେଟିନ (ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ଗୁଣ୍ଡରୀ ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବିଭିନ୍ନ ପ୍ରକାରର ଅନିୟମିତତା ହୋଇଥିବା ନେଇ ସରପଞ୍ଚ, ବିଦ୍ୟାଳୟ ପରିଚାଳନା କମିଟି ପ୍ରମୂଖ ଜିଲାପାଳଙ୍କୁ ଅଭିଯୋଗ କରିବାର ଦୁଇ ମାସରୁ ଉର୍ଦ୍ଧ ହୋଇଥିଲେ ବି ଜିଲ୍ଲାପ୍ରଶାସନ ପକ୍ଷରୁ କିଛି ପଦକ୍ଷେପ ନିଆ ଯାଉ ନଥିବାରୁ ଅଞ୍ଚଳର ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅଭିଯୋଗରେ ଦର୍ଶାଇଛନ୍ତି ଯେ ଚଳିତ ଶିକ୍ଷା ବର୍ଷକୁ 2024-25… Continue reading ଗୁଣ୍ଡୁରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଅବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ

ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ୮୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଅବକାରୀ ସ୍ବତନ୍ତ୍ର ସ୍ମାର୍ଡ ଗୋଛପଡ଼ା ଥାନା ଅନ୍ତର୍ଗତ କଞ୍ଜାମାଇ ଗ୍ରାମ ନିକଟରେ ଥ‌ିବା ଜଙ୍ଗଲରେ ଚଢ଼ାଉ କରିଛନ୍ତି । ଚଢାଉ କରି ଜଙ୍ଗଲରେ ରଖା ଯାଇଥିବା ୩୪ଟି ଗଞ୍ଜେଇ ଭର୍ତ୍ତି ଜରି ଅଖା ବସ୍ତା ଜବତ କରିଛନ୍ତି । ଏହି ୩୪ ବସ୍ତାରୁ ୮ କୁଇଣ୍ଟାଲ ୫୦ କେଜି ଗଞ୍ଜେଇ ଜବତ ହୋଇଛି । ଯାହାର ମୂଲ୍ୟ ୮୫ ଲକ୍ଷ୍ୟ ଟଙ୍କା ଗଞ୍ଜେଇର ମୂଲ୍ୟ ଥିବା ଜଣା ପଡ଼ିଛି ।ସୂଚନା ମୁତାବକ, କନ୍ଧମାଳ… Continue reading ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ୮୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ବିବେକାନନ୍ଦ ଉଚ୍ଚ ବିଦ୍ୟାପୀଠ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ

ଭବାନୀପାଟଣା, ଉତ୍କଳ ବୁଲେଟିନ(ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ସଦର ମହକୁମା କୁଟ୍ରୁଖମାର ଗ୍ରାମ ପଞ୍ଚାୟତରେ ଥିବା ବିବେକାନନ୍ଦ ଉଚ୍ଚ ବିଦ୍ୟାପୀଠରେ ସରକାରଙ୍କ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନର ଶୁଭାରମ୍ଭ କରାଯାଇଥିଲା । ଏହି ପୋଷଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପାର୍ଥିବ ଖଡିକର, ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟିର ସଦସ୍ୟ ମଞ୍ଜୁର ଅଲ୍ଲୀ ଖାଁ, ସହ ଶିକ୍ଷକ ବସନ୍ତ କୁମାର ମିଶ୍ର, ଦିଲୀପ… Continue reading ବିବେକାନନ୍ଦ ଉଚ୍ଚ ବିଦ୍ୟାପୀଠ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ

କଳାହାଣ୍ଡି ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଆୟୋଜିତ

ଭବାନୀପାଟଣା: ଉତ୍କଳ ବୁଲେଟିନ,(ଜଗନ୍ନାଥ ନାଏକ) : ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁସାରେ ଶିଶୁ ବାଟିକା ଓ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ “ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ – ୨୦୨୫” ଆୟୋଜିତ ହୋଇଯାଇଛି। ଭବାନୀପାଟଣା ସହର ସ୍ଥିତ ବାପୁଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଙ୍କ ସଭାପତିତ୍ଵରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ସମ୍ମାନୀତ ଅତିଥି ଭାବେ ଉପଜିଲ୍ଲାପାଳ… Continue reading କଳାହାଣ୍ଡି ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଆୟୋଜିତ

ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ

ଭୁବନ: ରାଜ୍ୟରେ ବୁଧବାର ଶିଶୁ ବାଟିକାର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖଡ଼ିଛୁଆଁ ଉତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଅତିଥି ଭାବେ ଯୋଗ ଦେଇଥିଲେ ଗ୍ରାମ ପଂଚାୟତର ସରପଂଚ ମୋହନ ମହାନ୍ତ, ସାମ୍ବାଦିକ ତଥା ସମାଜସେବୀ ବିମଳ କୁମାର ରଣା, ସତ୍ୟବାଦୀ ରଣା, ଭରତ ସେନାପତି ସହ ବିଦ୍ୟାଳୟର ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିଥିଲେ। ପିଲାମାନଙ୍କ… Continue reading ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ

ପୋଲିସ ବାହିନୀର ସେବା, ତ୍ୟାଗ ଅତୁଳନୀୟ

ବଲାଙ୍ଗୀର: ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ପାଳିତ ହୋଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ ଏସ୍‌ପି ଅଭିଳାଷ ଜି. ପୋଲିସ ପେରେଡର ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବରେ ଅଭିନନ୍ଦନ ଜଣାଇ ଓଡିଶା ପୋଲିସର ଅତୁଳନୀୟ ସେବା, ଅବଦାନ ଏବଂ ତ୍ୟାଗ ସମ୍ପର୍କରେ କହିଥିଲେ l ଉତ୍ତମ ସେବା ଯୋଗାଇ କାର୍ଯ୍ୟ କରିଥିବା ପୋଲିସ୍ ଅଧିକାରୀ ଓ କର୍ମଚାରୀଙ୍କୁ ମାନପତ୍ର ଦେଇ… Continue reading ପୋଲିସ ବାହିନୀର ସେବା, ତ୍ୟାଗ ଅତୁଳନୀୟ

ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

ବାଣପୁର: ବାଣପୁର ବ୍ଲକର ଭାଲିଆବାଡି କ୍ଳଷ୍ଟରର ବାଂଳୋଇ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନର ନିରନ୍ତର ସେବା ଓ ଶିକ୍ଷାଦାନ କରି ଏକ ନିଆରା ପରମ୍ପରା ସୃଷ୍ଟି କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଶିକ୍ଷକ ବେଣୁଧର ସେଣ ୩୧/୦୩/୨୦୨୫ରେ ସରକାରୀ ଆଦେଶ ମୁତାବକ ଅବସର ଗ୍ରହଣ କରୁଛନ୍ତି। ବିଦ୍ୟାଳୟର ପରିବେଶ ଠାରୁ ଆରମ୍ଭ କରି ଶ୍ରେଣୀଗୃହର ସାଜସଜ୍ଜା ପର୍ଯ୍ୟନ୍ତ, ପିଲାମାନଙ୍କର ଶୈକ୍ଷିକ ବିକାଶ ଠାରୁ ଆରମ୍ଭ କରି ନୈତିକ ବିକାଶ ପର୍ଯ୍ୟନ୍ତ ସବୁ କାର୍ଯ୍ୟ… Continue reading ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

ଧର୍ମଗଡ ସରସ୍ୱତୀ ଶିଶୁ ମନ୍ଦିର ଠାରେ ଉତ୍କଳ ଦିବସ

ଧର୍ମଗଡ,(ଜନ୍ମେଜୟ ନାଏକଙ୍କ ରିପୋର୍ଟ): ଏକ ଅବିସ୍ମରଣୀୟ ଦିବସ । ୯୦ ବର୍ଷରେ ପାଦ ଥାପିଲା ଆମ ରାଜ୍ୟ ଓଡ଼ିଶା । ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ଏହି ପରିପ୍ରେକ୍ଷୀରେ ଧର୍ମଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୯୦… Continue reading ଧର୍ମଗଡ ସରସ୍ୱତୀ ଶିଶୁ ମନ୍ଦିର ଠାରେ ଉତ୍କଳ ଦିବସ

You cannot copy content of this page