କଳାହାଣ୍ଡି, ଜଗନ୍ନାଥ ନାଏକ, (ଉତ୍କଳ ବୁଲେଟିନ) : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅଧିନ ମୁସ୍କୁଟି ସ୍ଥିତ ମିଳିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରାର ଇତିହାସ ଅଧ୍ୟାପକ ତଥା ଯୁବ ରେଡକ୍ରସ୍ ପରାମର୍ଶଦାତା ସୁଧୀର ପଣ୍ଡା ରାଜ୍ୟର ଶ୍ରେଷ୍ଠ ଯୁବ ରେଡକ୍ରସ୍ ପରାମର୍ଶଦାତା ଭାବେ ଶୁକ୍ରବାର ପୁରସ୍କୃତ ହୋଇଛନ୍ତି। ଭୁବନେଶ୍ଵର ରାଜ ଭବନର ନୂଆ ଅଭିଷେକ ପ୍ରେକ୍ଷାଳୟରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ରେଡକ୍ରସ୍ ପୁରସ୍କାର ବିତରଣ ଉତ୍ସବରେ ରାଜ୍ୟପାଳ ତଥା ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା… Continue reading ରାଜ୍ୟର ଶ୍ରେଷ୍ଠ ଯୁବ ରେଡକ୍ରସ୍ ପରାମର୍ଶଦାତା ଭାବେ ସୁଧୀର ପଣ୍ଡା ପାଇଲେ ରାଜ୍ୟପାଳ ପୁରସ୍କାର
ରାଜ୍ୟର ଶ୍ରେଷ୍ଠ ଯୁବ ରେଡକ୍ରସ୍ ପରାମର୍ଶଦାତା ଭାବେ ସୁଧୀର ପଣ୍ଡା ପାଇଲେ ରାଜ୍ୟପାଳ ପୁରସ୍କାର