ନାଚୁଣୀର ବରିଷ୍ଠ ନାଗରିକ ସଂଘ ତରଫରୁ ନେହେରୁ ଜୟନ୍ତୀ ପାଳିତ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଗୁଣୀ ସ୍ଥ ବରିଷ୍ଠ ନାଗରିକ ସଂଘ ତରଫରୁ ନେହେରୁ ଜୟନ୍ତୀ ତଥା “ଶିଶୁ” ଦିବସ ୧୬ନମ୍ବର ଜାତୀୟ ରାଜପଥ ପାର୍ଶ୍ଵସ୍ଥ ଜଗତି ପାହାଡର ପାଦଦେଶରେ ଅବସ୍ଥିତ ଶ୍ରୀରାମ ମନ୍ଦିର ଠାରେ ପାଳିତ ହୋଇଯାଇଅଛି। ପ୍ରଥମେ ସଂଘର ସଦସ୍ୟମାନେ ପଣ୍ଡିତ ଜବାହାର ନେହେରୁଙ୍କ ତୈଳ ଚିତ୍ରରେ ଧୂପପୁଷ୍ପ ଅର୍ପଣ କରିବା ପରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା l ବରିଷ୍ଠ ନାଗରିକ ସଂଘର ସଭାପତି ଅଶ୍ୱିନୀ କୁମାର ମହାପାତ୍ରଙ୍କ ସଭାପତିତ୍ଵରେ… Continue reading ନାଚୁଣୀର ବରିଷ୍ଠ ନାଗରିକ ସଂଘ ତରଫରୁ ନେହେରୁ ଜୟନ୍ତୀ ପାଳିତ

ବାବା ପ୍ରତାପେଶ୍ୱର ଦେବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟନୀ ଉତ୍ସବ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ହରିପୁର ଗ୍ରାମସ୍ଥ ଲକ୍ଷ୍ମୀଧର ସରକାରୀ ଉଚ୍ଚ ବିଦ୍ୟାଳୟର ଖେଳପଡିଆ ପରିସରରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ବାବା ପ୍ରତାପେଶ୍ୱର ଦେବ ଫୁଟବଲ ଆସୋସିଏସନ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ସ୍ୱତନ୍ତ୍ର ଆମନ୍ତ୍ରିତ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସକ ଡ଼ଃ ସଞ୍ଜୟ ରାୟ ଓ ଧର୍ମପତ୍ନୀ ଶର୍ମିଷ୍ଠା ରାୟ ଯୋଗ ଦେଇଥିଲେ | ମୁଖ୍ୟଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଗୀତାଞ୍ଜଳି ବେହେରା, ସମ୍ମାନିତ… Continue reading ବାବା ପ୍ରତାପେଶ୍ୱର ଦେବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟନୀ ଉତ୍ସବ

ସାମାଜିକ ଅନୁଷ୍ଠାନ ଓ ୱେବ ଗଣମାଧ୍ୟମ “ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟର ପଞ୍ଚମ ସ୍ଵନକ୍ଷତ୍ର ଅନୁଷ୍ଠିତ

Utkal bulletin Charitable Turst 5th annualceremony held at bhubaneswar

10 ସାରସ୍ୱତ ପ୍ରତିଭାଧାରୀ ହେଲେ ସମ୍ବର୍ଦ୍ଧିତଭୁବନେଶ୍ୱର: ୱେବ ଗଣମାଧ୍ୟମ ଓ ସାମାଜିକ ଅନୁଷ୍ଠାନ “ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟର ପଞ୍ଚମ ସ୍ଵନକ୍ଷତ୍ର ସ୍ଥାନୀୟ ୟୁନିଟ-9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ସାମ୍ବାଦିକା ରୀନା ମହାନ୍ତିଙ୍କ ସଂଯୋଜନା ଓ ସଂସ୍କୃତି ପୁରୁଷ, ପୁଜ୍ୟପୂଜା ପ୍ରାଣ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ, ଅଧ୍ୟକ୍ଷ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବାଗ୍ନୀ ପ୍ରଦ୍ୟୁମ୍ନ ଶତପଥୀ, ସମ୍ମାନିତ ଅତିଥି… Continue reading ସାମାଜିକ ଅନୁଷ୍ଠାନ ଓ ୱେବ ଗଣମାଧ୍ୟମ “ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟର ପଞ୍ଚମ ସ୍ଵନକ୍ଷତ୍ର ଅନୁଷ୍ଠିତ

ଡ. ସୁନୀଲ କୁମାର ପଟ୍ଟନାୟକ ନାଚୁଣୀ କଲେଜର ନୂତନ ଅଧ୍ୟକ୍ଷ

ଚିଲିକା : ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶାନୁଯାୟୀ ନାଚୁଣୀ କଲେଜର ନୂତନ ଅଧ୍ୟକ୍ଷ ଭାବେ ଡକ୍ଟର ସୁନୀଲ କୁମାର ପଟ୍ଟନାୟକ ଯୋଗ ଦେଇଛନ୍ତି।ସେ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷା ସଂଘମିତ୍ରା ପଟ୍ଟନାୟକଙ୍କ ଠାରୁ ଦାୟୀତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟସ୍ଥ ରାମଚନ୍ଦ୍ର ମର୍ଦ୍ଦରାଜ ବିଜ୍ଞାନ ମହାବିଦ୍ୟାଳୟର ରସାୟନ ବିଭାଗ ପ୍ରଧ୍ୟାପକ ଭାବେ କାର୍ଯ୍ୟ କରିଥିଲେ। ସେ ଅଧ୍ୟକ୍ଷ ଭାବେ ଦାୟୀତ୍ୱ ଗ୍ରହଣ କରିବା ପରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ତାଙ୍କୁ… Continue reading ଡ. ସୁନୀଲ କୁମାର ପଟ୍ଟନାୟକ ନାଚୁଣୀ କଲେଜର ନୂତନ ଅଧ୍ୟକ୍ଷ

ବୈଦ୍ୟ ମାଧବ ଚନ୍ଦ୍ର ନନ୍ଦଙ୍କର ୩୭ ତମ ଶ୍ରାଦ୍ଧ ବାର୍ଷିକୀ ଓ ମେଧାବୀ ସମ୍ବର୍ଦ୍ଧନା

ଚିଲିକା: ଚିଲିକା ବ୍ଲକର ଗଙ୍ଗାଧର ପୁର ଶାସନ ସ୍ଥିତ ଶ୍ରୀ ଶ୍ରୀ ବାଲୁଙ୍କେଶ୍ବର ମହାଦେବଙ୍କ ମନ୍ଦିର ପରିସର ମାଁ ଜୟଦୁର୍ଗା ମଣ୍ଡପରେ ଅଞ୍ଚଳର ସୁନାମଧନ୍ୟ ସମାଜ ସେବୀ ବୈଦ୍ୟ ମାଧବ ଚନ୍ଦ୍ର ନନ୍ଦଙ୍କର ୩୭ ତମ ଶ୍ରାଦ୍ଧ ବାର୍ଷିକୀ ଓ ମେଧାବୀ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାଧବ ଚନ୍ଦ୍ର ସ୍ମୃତି ସ°ସଦ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠିତ ସଭାକୁ ସଭାପତି ରାମଚନ୍ଦ୍ର ଶତପଥୀ ଅଧ୍ୟକ୍ଷତା କରିଥିବାବେଳେ ସୀତାକାନ୍ତ ନନ୍ଦ ସ°ଯୋଜନା କରି ଥିଲେ। ଏଥିରେ… Continue reading ବୈଦ୍ୟ ମାଧବ ଚନ୍ଦ୍ର ନନ୍ଦଙ୍କର ୩୭ ତମ ଶ୍ରାଦ୍ଧ ବାର୍ଷିକୀ ଓ ମେଧାବୀ ସମ୍ବର୍ଦ୍ଧନା

ବିଶିଷ୍ଟ ଶିକ୍ଷାବିତ୍ ବି.ରଙ୍ଗନାଥନ୍ ଙ୍କ ଜୟନ୍ତୀ ପାଳିତ

ଚିଲିକା: ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍, ଇଂରାଜୀ ଭାଷାତତ୍ତ୍ଵବିତ୍ ତଥା ଭିଷ୍ମଗିରୀ ଓ ନାଚୁଣୀ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ବି.ରଙ୍ଗନାଥନଙ୍କ ୧୧୮ତମ ଜୟନ୍ତୀ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ଠାରେ ଚିଲିକା ପୂଜ୍ୟପୂଜା ସଂସଦ ଆନୁକୂଲ୍ୟରେ ବିଶ୍ୱକର୍ମ। ଆଞ୍ଚଳିକ ସଂଘ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଅଛି। ପ୍ରାରମ୍ଭରେ ଜୟନ୍ତୀ ସଭାରେ ଯୋଗ ଦେଇଥିବା ଅତିଥି ଓ ତାଙ୍କର ଶୁଭେଚ୍ଛୁମାନେ ବି.ରଙ୍ଗନାଥନଙ୍କ ତୈଳଚିତ୍ରରେ ଧୂପପୁଷ୍ପ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ଜୋଳନ କରି ଜୟନ୍ତୀ ସଭାର ଶୁଭାରମ୍ଭ… Continue reading ବିଶିଷ୍ଟ ଶିକ୍ଷାବିତ୍ ବି.ରଙ୍ଗନାଥନ୍ ଙ୍କ ଜୟନ୍ତୀ ପାଳିତ

ପ୍ରାକୃତିକ ଚିକିତ୍ସା ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ

ବେଗୁନିଆ,୯/୧୧: ବେଗୁନିଆ ବ୍ଲକ ବଡବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ଶୁଭଶ୍ରୀ କ୍ଲବ୍ ପରିସରରେ ପ୍ରାକୃତିକ ଚିକିତ୍ସା ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ଡ଼ାକ୍ତର ଦୀପକ କୁମାର କୁଅଁର,ଆହାର ବିଶେଷଜ୍ଞ ବସନ୍ତ କୁମାର ପ୍ରଧାନ, ପ୍ରାକୃତିକ ବିଶେଷଜ୍ଞ ସୁନିତା ରାଣୀ,ରାକେଶ କୁମାର ସାହୁ,ଷ୍ଟାଫ ନର୍ସ ନିବେଦିତା ଗୁମାନସିଂହ, ସମାଜସେବୀ ସନ୍ତୋଷ କୁମାର ପରିଡ଼ା,ଓ ନାରାୟଣ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ୫୦ ଜଣ ରୋଗୀଙ୍କୁ ପ୍ରାକୃତିକ ଚିକିତ୍ସା ସମ୍ବନ୍ଧୀୟ ସଚେତନତା କରିଥିଲେ। କାର୍ଯ୍ୟକ୍ରମକୁ… Continue reading ପ୍ରାକୃତିକ ଚିକିତ୍ସା ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ

ଯଶସ୍ୱୀ ଆଦର୍ଶ ଶିକ୍ଷକଙ୍କ ସ୍ମରଣେ

ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କୁ ଆତ୍ମନିର୍ଭରଶୀଳ କରିବା ଜଣେ ଶିକ୍ଷକ ପାଇଁ ସବୁବେଳେ ଆହ୍ୱାନ ଥାଏ | ଛାତ୍ରର ଅନ୍ତର୍ନିହିତ ଗୁଣକୁ ଚିହ୍ନି ତାକୁ ସଠିକ ମାର୍ଗରେ ବାଟ କଢ଼େଇନେବାହିଁ ଜଣେ ଆଦର୍ଶ ଶିକ୍ଷକର କର୍ତ୍ତବ୍ୟ ହେବା ନିତାନ୍ତ ଆବଶ୍ୟକ ବୋଲି ଶିକ୍ଷକ ସମାଜକୁ ସବୁବେଳେ ବାର୍ତ୍ତା ଦେଇଆସିଛନ୍ତି ଯୋବ୍ରା ମୁନସିପାଲିଟି ସ୍କୁଲର ଶିକ୍ଷକ ଆଦର୍ଶ ଶିକ୍ଷକ ଶ୍ରୀଚରଣ ବେହେରା | ଅନୁଷ୍ଠାନ ଗଢ଼ିବା ଯେତିକି କାଠିକର ପାଠ ପିଲାଙ୍କୁ ମଣିଷ ଭଳି ମଣିଷ କରି ଗଢ଼ି ତୋଳିବା… Continue reading ଯଶସ୍ୱୀ ଆଦର୍ଶ ଶିକ୍ଷକଙ୍କ ସ୍ମରଣେ

ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ୍ ପକ୍ଷରୁ ବୁଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣ ସଫେଇ

ଭୁବନ: ପବିତ୍ର କାର୍ତ୍ତିକ ମାସରେ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକରେ ପ୍ରଭୁ ଶ୍ରୀ ଶ୍ରୀ ବୁଦ୍ଧେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣ ଓ ଚତୁଃପାଶ୍ୱର୍ ସଫେଇ କାର୍ଯ୍ୟକ୍ରମ କରାଯାଇଥିବା ଦେଖିବାକୁ ମିଳିଛି। ରବିବାର ଦିନ ସକାଳୁ ସମସ୍ତ ସଦସ୍ୟ ଏକତ୍ରିତ ହୋଇ ସଫେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିବା ଦେଖିବାକୁ ମିଳିଛି। ଏହି ମନ୍ଦିର ସଫେଇ କାର୍ଯ୍ୟକ୍ରମରେ ବରିଷ୍ଠ ସ୍ୱେଚ୍ଛାସେବୀ ସତ୍ୟବାଦୀ ରଣା, ସାମ୍ବାଦିକ ତଥା ସମାଜସେବୀ ବିମଳ କୁମାର… Continue reading ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ୍ ପକ୍ଷରୁ ବୁଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣ ସଫେଇ

ଦୟାନଦୀ ବୋଇତ ବନ୍ଦାଣ ଉତ୍ସବ ପ୍ରସ୍ତୁତି ବୈଠକ

ବାଲିଅନ୍ତା: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର କାର୍ତ୍ତିକ ପୁର୍ଣ୍ଣୀମା ଅବସରରେ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ ( କାପୋକ) ଆନୁକୂଲ୍ୟରେ, ଐତିହାସିକ ଦୟାନଦୀର ଲିଙ୍ଗିପୁର ଘାଟରେ ଆସନ୍ତା ତା ୦୫/୧୧/୨୦୨୫ ଭୋର ସମୟରେ ଚତୁର୍ଦ୍ଦଶ ଦୟାନଦୀ ବୋଇତ ବନ୍ଦାଣ ଉତ୍ସବ ଆୟୋଜନ ନିମନ୍ତେ; ଆଜି ତା ୨୫/୧୦/୨୦୨୫ ରିଖରେ ଶିଶୁପାଳଗଡ, ଗଙ୍ଗୋତ୍ରୀନଗର ସ୍ଥିତ ଶ୍ରୀ ଶ୍ରୀ ଦୁର୍ଗେଶ୍ଵର ମନ୍ଦିର ପ୍ରାଙ୍ଗଣରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଚଳିତ ବର୍ଷ… Continue reading ଦୟାନଦୀ ବୋଇତ ବନ୍ଦାଣ ଉତ୍ସବ ପ୍ରସ୍ତୁତି ବୈଠକ

You cannot copy content of this page