:ତା ୨୧/୦୨/୨୦୨୫ ଟିକାବାଲି ବ୍ଲକ କଟିମାହା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପଧାନପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ବଡ଼ ଧୂମଧାମ ରେ ପାଳିତ I ଏହି କାର୍ଯ୍ୟକ୍ରମ ରେ ଜୀବିକା ସୁରକ୍ଷା ମଞ୍ଚ ଓ ମହିଳା ଜୀବିକା ସୁରକ୍ଷା ମଞ୍ଚ କନ୍ଧମାଳ,ଓ ୟୁଥ ୱାରୀୟର ଯୁବ ସଂଗଠନ,ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଓ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଶିକ୍ଷାର୍ଥୀ ଙ୍କ ମିଳିତ ସହଯୋଗ ରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଇଅଛି… Continue reading ପଧାନପଡ଼ା ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ
ପଧାନପଡ଼ା ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ