ଭୁବନେଶ୍ୱର: ନବଦାସ ମେମୋରିଆଲ ଫାଉଣ୍ଡେସନ ପକ୍ଷରୁ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସ ଙ୍କ ଦ୍ୱିତୀୟ ଶ୍ରାଦ୍ଧବାର୍ଷିକ ସହିତ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ଗୀତଗୋବିନ୍ଦ ସଦନ ଠାରେ ଫାଉଣ୍ଡେସନ ର ଅଧ୍ୟକ୍ଷ ସଂସ୍କୃତି ପୁରୁଷ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଓ ସମ୍ପାଦକ ବିଷ୍ଣୁ ପ୍ରସାଦ କେଡ଼ିଆ ଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଇଯାଇଛି I ଉକ୍ତ କାର୍ଯ୍ୟକ୍ରମ ରେ ଉଦଘାଟକ ଭାବେ ବରିଷ୍ଠ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର, ମୁଖ୍ୟ ଅତିଥି ଭାବେ ରାଜସ୍ବ ମନ୍ତ୍ରୀ… Continue reading ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଦ୍ୱିତୀୟ ଶ୍ରାଦ୍ଧବାର୍ଷିକ ସହିତ ସମ୍ବର୍ଦ୍ଧନା ସଭା
ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଦ୍ୱିତୀୟ ଶ୍ରାଦ୍ଧବାର୍ଷିକ ସହିତ ସମ୍ବର୍ଦ୍ଧନା ସଭା