ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବାଲିଅନ୍ତା,୮|୩(ବାଲିଅନ୍ତା,୮|୩():ଜୟଦେବ ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବାଲିଅନ୍ତା ବ୍ଲକ ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ବାଲିପାଟଣା ବ୍ଲକ ସଭାପତି କିଶୋର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ଯୋଗଦେଇ ଏହି ଦିବସରେ ମୂଳ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ l ଏଥିରେ ଅନ୍ୟମାନଙ୍କ ମଧ୍ୟରେ “ଆମ ସଂଗଠନ” ଅଧ୍ୟକ୍ଷ କମଳ କୁମାର ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର… Continue reading ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବାଲିଅନ୍ତା,:ଜୟଦେବ ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବାଲିଅନ୍ତା ବ୍ଲକ ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ବାଲିପାଟଣା ବ୍ଲକ ସଭାପତି କିଶୋର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ଯୋଗଦେଇ ଏହି ଦିବସରେ ମୂଳ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ l ଏଥିରେ ଅନ୍ୟମାନଙ୍କ ମଧ୍ୟରେ “ଆମ ସଂଗଠନ” ଅଧ୍ୟକ୍ଷ କମଳ କୁମାର ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର… Continue reading ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଧଉଳି ସାହିତ୍ୟ ସଂସଦର ଆସର ‘ଚିତ୍ରିତ ଚଇତ’ ଅନୁଷ୍ଠିତ

ବାଲିଅନ୍ତା: ଆଜି କୌଶଲ୍ୟାଗଙ୍ଗ ସ୍ଥିତ ସିଫା ପରିସରରେ ଧଉଳି ସାହିତ୍ୟ ସଂସଦର ଏକ ଭବ୍ୟ ସାରସ୍ବତ କାର୍ଯ୍ୟକ୍ରମ ‘ଚିତ୍ରିତ ଚଇତ’ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ବରି‌ଷ୍ଠ କବି ଦୁର୍ଗାଚରଣ ଷଡ଼ଙ୍ଗୀ, ଡ. ରଜନୀ ରଞ୍ଜନ ଦାଶ, ସମାଜସେବୀ ହଂସ ଖିମ୍‌ଜୀ ଅତିଥି ଭାବେ ‌ଯୋଗଦେଇଥିବା ବେଳେ ଏଥିରେ ସଭାପତିତ୍ବ କରିଥିଲେ ସଂସଦର ଅଧ୍ୟକ୍ଷ ଅକ୍ଷୟ ସ୍ବାଇଁ। ଉତ୍ସବରେ ବିଜୟ ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ମହାରଣା, ରମାକାନ୍ତ ଗୋଚ୍ଛାୟତ, ସ୍ୱର୍ଣ୍ଣ ପତି , ସ୍ନେହ ଲେଙ୍କା, ସୌମ୍ୟା ପରିଡ଼ା,… Continue reading ଧଉଳି ସାହିତ୍ୟ ସଂସଦର ଆସର ‘ଚିତ୍ରିତ ଚଇତ’ ଅନୁଷ୍ଠିତ

ଯୁଦ୍ଧ ଲାଗି ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର

ନୂଆଦିଲ୍ଲୀ :ଦିଲ୍ଲୀରେ ୧୮୮୩ ଟଙ୍କା, ମୁମ୍ବାଇରେ ୧୮୩୫ ଟଙ୍କାକୁ ବୃଦ୍ଧି । ଆଜିଠାରୁ ନୂଆ ବର୍ଦ୍ଧିତ ଦର ଲାଗୁ ହୋଇଛି । ତୁରନ୍ତ କାର୍ଯ୍ୟକାରୀ ନୂଆ ମୂଲ୍ୟ ସିଧାସଳଖ ରୋଷେଇ ଘର ବଜେଟ୍ ସହିତ ହୋଟେଲ ଏବଂ ରେଷ୍ଟୁରାନ୍ଟ ଭଳି ବ୍ୟବସାୟ ଉପରେ ପ୍ରଭାବ ପକାଇବ । ଏବେ ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ୬୦ ଟଙ୍କା ବଢିଛି । ଏହାର ଅର୍ଥ ହେଉଛି ଦିଲ୍ଲୀରେ ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ… Continue reading ଯୁଦ୍ଧ ଲାଗି ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର

ଆଜିଠୁ ଦୁଇଦିନ ପ୍ରବଳ ବର୍ଷା

ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି । ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି । ଇତିମଧ୍ୟରେ ପାରଦ ୩୯ ଡିଗ୍ରୀ ଡେଇଁଥିବାବେଳେ ଆଗାମୀ ୩ଦିନ ଆହୁରି ୨ରୁ ୩ ଡିଗ୍ରୀ ବଢିବା ନେଇ ଆଞଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏପରିସ୍ଥିତିରେ ଉତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପନଠାରୁ ୦.୯ କି.ମି. ଏକ ଘୂର୍ଣ୍ଣିବଳୟ ସକ୍ରିୟ… Continue reading ଆଜିଠୁ ଦୁଇଦିନ ପ୍ରବଳ ବର୍ଷା

You cannot copy content of this page