ପୁରସ୍କାର ବିତରଣ ଉତ୍ସବ

ଭଦ୍ରକ: ଅଖିଳ ବିଶ୍ୱ ଗାୟତ୍ରୀ ପରିବାର, ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଭାରତୀୟ ସଂସ୍କୃତି ଜ୍ଞାନ ପରିପୋଷଣ ପାଇଁ ପଞ୍ଚମ ଶ୍ରେଣୀରୁ ମହାବିଦ୍ୟାଳୟ ପର୍ୟ୍ୟନ୍ତ ପ୍ରତିବର୍ଷ ଭାରତୀୟ ସଂସ୍କୃତି ଜ୍ଞାନ ପରୀକ୍ଷା କରି ଜିଲ୍ଲାସ୍ତରୀୟ କୃତ୍ତୀଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରେ I ଏହି କ୍ରମରେ ଭଦ୍ରକ ଜିଲ୍ଲା ଗାୟତ୍ରୀ ପରିବାର ଗତ ୨୦୨୫-୨୬ ମସିହାରେ ଅନୁଷ୍ଠିତ ହୋଇଥିବା ଭାରତୀୟ ସଂସ୍କୃତି ଜ୍ଞାନ ପରୀକ୍ଷାର ଜିଲ୍ଲାସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଭଦ୍ରକ ବାଇପାସ୍ ସ୍ଥିତ ଶ୍ରୀ ଶ୍ରୀ ଗୀତା… Continue reading ପୁରସ୍କାର ବିତରଣ ଉତ୍ସବ

ବୋଲଗଡ଼ ବ୍ଲକସ୍ତରୀୟ ଅବସର ପ୍ରାପ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷା କର୍ମଚାରୀମାନଙ୍କୁ ସମ୍ବଦ୍ଧନା

ଚିଲିକା, ୬।୯: ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁଙ୍କ ସଭାପତିତ୍ୱରେ ଓ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଲୋକନାଥ ସାହୁଙ୍କ ଆବାହକତ୍ୱରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଅବସରପ୍ରାପ୍ତ ବ୍ଲକ ସ୍ତରୀୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀମାନଙ୍କର ସମ୍ବର୍ଦ୍ଧନା ଉତ୍ସବ ରାମପୁର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛ । ଶିକ୍ଷକ ନେତା ପ୍ରଫୁଲ୍ଲ ସିଂହ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ… Continue reading ବୋଲଗଡ଼ ବ୍ଲକସ୍ତରୀୟ ଅବସର ପ୍ରାପ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷା କର୍ମଚାରୀମାନଙ୍କୁ ସମ୍ବଦ୍ଧନା

ବନ୍ୟା ଯୋଦ୍ଧା ସମ୍ମାନ ପ୍ରଦାନଆଶାର ଦିଶା ଫାଉଣ୍ଡେସନ ର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର; ଜୟଦେଵ ଭବନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି ଆଶାର ଦିଶା ଫାଉଣ୍ଡେସନର ନବମ ବାର୍ଷିକ ଉତ୍ସବ । ଏହି ସଂଗଠନ କର୍କଟ ପିଡୀତଙ୍କ ଉଦ୍ଦେଶ୍ୟରେ ସମାଜମଙ୍ଗଳ ହୁଣ୍ଡି ମାଧ୍ୟମରେ ଅନେକ କର୍କଟ ପିଡୀତଙ୍କ ମୁହଁରେ ହସ ଫୁଟେଇ ପାରିଛି । ଚଳିତ ବନ୍ୟାରେ ଯେଉଁମାନେ ନିଜ ଜୀବନକୁ ବାଜି ଲଗାଇ ସେବା ଯୋଗାଇଛନ୍ତି ସେମାନଙ୍କୁ ସଂଗଠନ ବନ୍ୟା ଯୋଦ୍ଧା ଗୌରବ ସମ୍ମାନ ପ୍ରଦାନ କରିଛି । ଏହାସହ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ… Continue reading ବନ୍ୟା ଯୋଦ୍ଧା ସମ୍ମାନ ପ୍ରଦାନଆଶାର ଦିଶା ଫାଉଣ୍ଡେସନ ର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଜଙ୍ଗଲ ଜମିରେ ‘ଅଫିସ୍‌’—ଶେଷରେ ଚାଲିଲା ବୁଲଡୋଜର…

ରାଉରକେଲା ସର୍କିଟ୍‌ ହାଉସ୍‌ ବନ୍ଧୁକ ଓ ଗ୍ୟାଙ୍ଗ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରକାଶ ପାଶୱାନଙ୍କ ସହ ସମ୍ପର୍କିତ ଅବୈଧ ନିର୍ମାଣକୁ ଭାଙ୍ଗିଛି ବନ ବିଭାଗ।ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲ ଜମିରେ ନିର୍ମାଣ ହୋଇଥିବା ଏକ କଂକ୍ରିଟ୍‌ ଅଫିସ୍‌ ଉପରେ ଶେଷରେ ଚାଲିଛି ପ୍ରଶାସନର ବୁଲଡୋଜର। ରାଉରକେଲା ସର୍କିଟ୍‌ ହାଉସ୍‌ ବନ୍ଧୁକ ଓ ଗ୍ୟାଙ୍ଗ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ, ନିଲମ୍ବିତ ବିଜେପି ଯୁବନେତା ତଥା ଆରଏମ୍‌ସି ପ୍ରତିନିଧି ପ୍ରକାଶ ପାଶୱାନଙ୍କ ଦ୍ୱାରା ସଂରକ୍ଷିତ ଜଙ୍ଗଲ ଜମିରେ ଏହି ଅବୈଧ ନିର୍ମାଣ… Continue reading ଜଙ୍ଗଲ ଜମିରେ ‘ଅଫିସ୍‌’—ଶେଷରେ ଚାଲିଲା ବୁଲଡୋଜର…

ଜାଗୃତିକା ତରଫରୁ ନନ୍ଦ ଉତ୍ସବ ପାଳିତ ।

ଚିଲିକା, ୫ ।୯: ପ୍ରତିବର୍ଷ ପରି ଚଳିତ ବର୍ଷ ନାଚୁଣୀସ୍ଥ ଅଗ୍ରଣୀ ସାହିତ୍ୟ, ସଂସ୍କୃତି ଓ ସାମାଜିକ ଅନୁଷ୍ଠାନ ଜାଗୃତିକା ତରଫରୁ ‘ଆଶିଷ ଭବନ’ ଠାରେ ନନ୍ଦ ଉତ୍ସବ ପାଳିତ ହୋଇଯାଇଅଛି । ଯୁବଜ୍ୟୋତି ହାଇସ୍କୁଲର ପ୍ରଧାନ ଶିକ୍ଷକ ଆଶିଷ କୁମାର ପତିଙ୍କ ତତ୍ବାବଧାନରେ ଅନୁଷ୍ଠିତ ନନ୍ଦ ଉତ୍ସବର ପ୍ରାରମ୍ଭରେ ଭଗବାନ ଶ୍ରୀକୃଷ୍ଣଙ୍କ ପ୍ରତିମାଙ୍କୁ ଏକ ସୁସର୍ଜିତ ଦୋଳିରେ ଉପବେଶନ କରାଯାଇ ଧୂପ, ଦୀପ ଓ ପୁଷ୍ପ ଅର୍ପଣ ପୂର୍ବକ ବନ୍ଦାପନା କରାଯାଇଥିଲା । ଏହାପରେ ସଂଗୀତଜ୍ଞ… Continue reading ଜାଗୃତିକା ତରଫରୁ ନନ୍ଦ ଉତ୍ସବ ପାଳିତ ।

୧୨ ଜଣ ଶିକ୍ଷକ ପାଇଲେ ଜୟଦେବ ଶିକ୍ଷକ ସମ୍ମାନ ୨୦୨୬

ବାଲିଅନ୍ତା ୦୫/୦୯( ଗୋବର୍ଦ୍ଧନ ଦାସ):-ଶାନ୍ତିସ୍ତୁପ, ଗ୍ରୀନ ଜୟଦେବ ଟ୍ରଷ୍ଟ ଏବଂ ନିର୍ମାଣ ଶିକ୍ଷା ଅନୁଷ୍ଠାନର ମିଳିତ ସହଯୋଗରେ ପବିତ୍ର ଗୁରୁ ଦିବସ ଅବସରରେ ନିର୍ମାଣ କଲେଜ ଅଡିଟୋରିୟମରେ ‘ଜୟଦେବ ଶିକ୍ଷକ ସମ୍ମାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଶାନ୍ତିସ୍ତୁପର ମୁଖ୍ୟ ରଞ୍ଜନ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ସମାଜସେବୀ ସୁରେଶ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ରୋଟାରୀୟାନ ରବିନ୍ଦ୍ର ସାହୁ, ମାର୍କଫେଡ୍ ଅଧ୍ୟକ୍ଷା କବିତା ପରିଡ଼ା, ଶିକ୍ଷାବିତ୍ ପ୍ରମୋଦ ପାଢ଼ୀ,… Continue reading ୧୨ ଜଣ ଶିକ୍ଷକ ପାଇଲେ ଜୟଦେବ ଶିକ୍ଷକ ସମ୍ମାନ ୨୦୨୬

କୁମାଣ୍ଡଳ ଯୁବ ଜ୍ୟୋତି ହାଇସ୍କୁଲରେ ଗୁରୁଦିବସ ପାଳିତ

ଚିଲିକା, ୫ । ୯: ଚିଲିକା ବ୍ଲକ ଅନ୍ତର୍ଗତ କୁମାଣ୍ଡଳସ୍ଥ ଯୁବଜ୍ୟୋତି ହାଇସ୍କୁଲ ଠାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ‘ଗୁରୁଦିବସ’ ପାଳିତ ହୋଇଯାଇଅଛି । ପ୍ରାରମ୍ଭରେ ଅତିଥିମାନେ ବିଶିଷ୍ଟ ଦାର୍ଶନିକ ତଥା ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ତୈଳଚିତ୍ରରେ ଧୂପ ପୁଷ୍ପ ଅର୍ପଣ କରିଥିଲେ । ଏହାପରେ ଗୁରୁଦିବସ ସଭାରେ ଯୋଗ ଦେଇଥିବା ଅତିଥିମାନେ ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଛାତ୍ର ଛାତ୍ରୀମାନେ ଅକ୍ଷତ , ଚନ୍ଦନ, ପୁଷ୍ପ ଓ ଉତ୍ତରୀୟ ଦେଇ ପଦବନ୍ଦନା କରିବା… Continue reading କୁମାଣ୍ଡଳ ଯୁବ ଜ୍ୟୋତି ହାଇସ୍କୁଲରେ ଗୁରୁଦିବସ ପାଳିତ

ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର

ଚିଲିକା, ୫ । ୯:ଆଜି ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷି ବିଭାଗ ତରଫରୁ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ପାଠଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭାଗୀୟ କୃଷି ଅଧିକାରୀ ଶ୍ରୀଯୁକ୍ତ ରମାକାନ୍ତ ପରିଡା, କୃଷି ସହାୟକ କୃଷ୍ଣ ଚନ୍ଦ୍ର ପ୍ରଧାନ ଉଦ୍ୟାନ କୃଷି ଓ ତାର କାର୍ଯ୍ୟକାରିତା ସମ୍ବନ୍ଧରେ ଆଲୋକପାତ କରିଥିଲେ । ସଭାର ସଭପତିତ୍ବ କରିଥିଲେ ପ୍ରାଣୀ ବିଜ୍ଞାନ ମୁଖ୍ଯ ଶ୍ରୀଯୁକ୍ତ ଗୋଲଖ ବିହାରୀ ବାରିକ । ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ବଳନ ଓ… Continue reading ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର

ବାଲିଡିହି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ

ଚିଲିକା, ୫।୯:ଗଣଶିକ୍ଷା ବିଭାଗର ପୂର୍ବ ନିର୍ଦ୍ଦେଶ କ୍ରମେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ବାଲିଡିହି ପରିସର ମଧ୍ୟରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁଦର୍ଶନ ସେଠୀଙ୍କ ସଭାପତିତ୍ବରେ ଗୁରୁ ଦିବସ ମହା ସମାରୋହରେ ପାଳିତ ହୋଇଅଛି। ସର୍ବ ପ୍ରଥମେ ଅଥିତି ଗୁରୁଜୀ ମାନଙ୍କୁ ମଞ୍ଚାସୀନ କରାଇ ସମ୍ମୁଖ ଭାଗରେ ଥିବା ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୟୋଳନ ସହିତ ଧୂପ ଓ ଚନ୍ଦନ ଅର୍ପଣ କରାଯାଇଥିଲା।… Continue reading ବାଲିଡିହି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ

ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ଚିଲିକା, ୪।୯:ବାଲୁଗାଁସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଅଛି। ପ୍ରଭାତରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟ କ୍ରମ ବ୍ରହ୍ମା କୁମାରୀ ସରିତା ଭଉଣୀ ଓ ଲତା ଭଉଣୀ ତଥା ଭାଇ ମାନଙ୍କ ମିଳିତ ସହଯୋଗ ମଧ୍ୟରେ ଅନୁଷ୍ଠିତ ହୋଇ ଥିବା ବେଳେ ଅଡିଟୋରିୟମ ଗୃହରେ ସାଂସ୍କୃତିକ ଓ ସାରସ୍ଵତ ସଭା ଅନୁଷ୍ଠିତ ହୋଇଥିଲା । ନିମନ୍ତ୍ରିତ ଅତିଥି ଭାବେ ବାଲୁଗାଁ ମହାବିଦ୍ୟାଳୟର ପ୍ରାକ୍ତନ ମୁଖ୍ୟ ଲିପିକ ତଥା… Continue reading ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

You cannot copy content of this page