ଭୁବନେଶ୍ୱର ତା 2ରିଖ l ଛାତ୍ରଛାତ୍ରୀଙ୍କୁ ସଠିକ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଣ ପାଇଁ ମହାମହିମ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ଅଭିଭାବକ ମହାସଂଘ l ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ଅଧିକାରର ସମ୍ପୂର୍ଣ ଉଲ୍ଲଂଘନକୁ ଓଡିଶା ଅଭିଭାବକ ମହାସଂଘ ସହିତ ବିଶିଷ୍ଟ ବୁଦ୍ଧିଜୀବୀ, ସଚେତନ ନାଗରିକ ସମେତ ଅଭିଭାବକମାନେ ଗଭୀର ଦୁଃଖ ଓ ପରିତାପର ସହିତ ଏହି ସ୍ମାରକପତ୍ର ଜରିଆରେ ଆପଣଙ୍କ ସ୍ୱତନ୍ତ୍ର ଦୃଷ୍ଟି ଆକର୍ଷଣ ସହ ଉଚିତ ପଦକ୍ଷେପ କାମନା କରିଛନ୍ତି l ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ… Continue reading ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ତୁରନ୍ତ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ଅଭିଭାବକ ମହାସଂଘ