ଭୁବନେଶ୍ୱର, ୨୮.୬ : ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସଂରକ୍ଷକ, ସାରସ୍ୱତ ସାଧକ, ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦୋଳଗୋବିନ୍ଦ ପ୍ରଧାନଙ୍କ ଜନ୍ମ ଶତବାର୍ଷିକ ମହୋତ୍ସବ ରବିବାର ସନ୍ଧ୍ୟାରେ ଗୀତଗୋବିନ୍ଦ ସଦନ ସଭାଗୃହରେ ମହାତ୍ମାଗାନ୍ଧୀ ଅହିଂସା ଐତିହ୍ୟ ଟ୍ରଷ୍ଟ ପକ୍ଷରୁ ଟ୍ରଷ୍ଟର ଆଜୀବନ ଅଧ୍ୟକ୍ଷ ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ମହାସମାରୋହରେ ପାଳିତ ହୋଇଯାଇଛି ।କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦ୍ଘାଟନ କରି ବିଶିଷ୍ଟ ସନ୍ଥ ଶ୍ରୀଜଗନ୍ନାଥ ସଂସ୍କୃତିର ଅନ୍ୟତମ ସଂରକ୍ଷକ… Continue reading ସଂଗ୍ରାମୀ ଦୋଳଗୋବିନ୍ଦ ଜଣେ ନୀତିନିଷ୍ଠ ମଣିଷ ଥିଲେଜନ୍ମ ଶତବାର୍ଷିକ ମହୋତ୍ସବ ପାଳିତ
ସଂଗ୍ରାମୀ ଦୋଳଗୋବିନ୍ଦ ଜଣେ ନୀତିନିଷ୍ଠ ମଣିଷ ଥିଲେଜନ୍ମ ଶତବାର୍ଷିକ ମହୋତ୍ସବ ପାଳିତ