ଧର୍ମଗଡ଼ ୨୨/୬/କଳାହାଣ୍ଡି ଜିଲ୍ଲା ଧର୍ମଗଡ ଚିକିତ୍ସାଳୟ ରେ ଥିବା ରକ୍ତ ଭଣ୍ଡାର ଗତ କିଛି ଦିନ ପୂର୍ବରୁ ବନ୍ଦ ହୋଇଥିବା ଯୋଗୁଁ ରୋଗୀ ମାନେ ଆବଶ୍ୟକ ସମୟରେ ରକ୍ତ ନ ପାଇଁ ଅନେକ ଅସୁବିଧା ର ସମ୍ମୁଖୀନ ହେଉଥିବା ବେଳେ ଛତାଗୋଏରା ଗ୍ରାମର ଟିକଚନ ଦୁର୍ଗା ର ତିନି ବର୍ଷର ଶିଶୁ ରକ୍ତ ଅଭାବରୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଥିଲେ ଓ ଡାକ୍ତରଖାନା ଫାଟକ ମୁଖ୍ୟ ରାସ୍ତାରେ ଶବ ରଖି ଆନ୍ଦୋଳନ କରିଥିଲେ l … Continue reading ଧର୍ମଗଡ଼ ଉପଖଣ୍ଡ ଚିକତ୍ସାଳୟ ର ରକ୍ତ ଭଣ୍ଡାର ପୁନଃ କାର୍ଯ୍ୟକ୍ଷମ ପାଇଁ ଡିଫାଇନ କଳାହାଣ୍ଡି ତରଫରୁ ଦାବି ପତ୍ର ପ୍ରଦାନ
ଧର୍ମଗଡ଼ ଉପଖଣ୍ଡ ଚିକତ୍ସାଳୟ ର ରକ୍ତ ଭଣ୍ଡାର ପୁନଃ କାର୍ଯ୍ୟକ୍ଷମ ପାଇଁ ଡିଫାଇନ କଳାହାଣ୍ଡି ତରଫରୁ ଦାବି ପତ୍ର ପ୍ରଦାନ