୧୬/୦୬(ଗୋବର୍ଦ୍ଧନ ଦାସ):-ଓଡ଼ିଶାର ଗଣପର୍ବ ପବିତ୍ର ରଜ ମହୋତ୍ସବ ଅବସରରେ ଗ୍ରୀନ ଜୟଦେବ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗଡ଼କଣ୍ଟୁଣିଆ ସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠ ନିକଟରେ ୫ମ ରଜ ମହୋତ୍ସବ ଆଡ଼ମ୍ବର ସହକାରେ ଉଦଘାଟିତ ହୋଇଯାଇଛି। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ତଥା ନାରୀ ଶକ୍ତିର ଉଦଯାପନ ପାଇଁ ଆୟୋଜିତ ଏହି କାର୍ଯ୍ୟକ୍ରମ ପ୍ରଥମ ଦିବସରେ ବେଶ୍ ଜମିଥିଲା।ଉଦଘାଟନୀ ଦିବସରେ ସ୍ଥାନୀୟ ଅଞ୍ଚଳର କୁମାରୀମାନଙ୍କ ମଧ୍ୟରେ ଓଡ଼ିଆ ପରମ୍ପରାର ପ୍ରତୀକ ପୁଚୀ ଖେଳ, ସଜବାଜ ଏବଂ… Continue reading ଗ୍ରୀନ ଜୟଦେବ ଫାଉଣ୍ଡେସନର ୫ମ ରଜ ମହୋତ୍ସବ ଅନୁଷ୍ଠିତ
ଗ୍ରୀନ ଜୟଦେବ ଫାଉଣ୍ଡେସନର ୫ମ ରଜ ମହୋତ୍ସବ ଅନୁଷ୍ଠିତ