ସରପଞ୍ଚଙ୍କୁ ବିଡ଼ିଓଙ୍କ ଦୁର୍ବ୍ୟବହାର ଅଭିଯୋଗ

ବ୍ଲକ ସମ୍ମୁଖରେ ଧାରଣାରେ ବସିଲେ ସରପଞ୍ଚବାଲିଅନ୍ତା,୨୫|୮ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ପଞ୍ଚାୟତରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ବିଡ଼ିଓଙ୍କ ଟାଳଟୁଳ ନୀତି ଅଭିଯୋଗରେ ଆଜି ବ୍ଲକର ମୁଖ୍ୟ ଫାଟକ ସମ୍ମୁଖରେ ସରପଞ୍ଚ ରଶ୍ମିତା ଭୋଇ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ l ସେହିପରି ବିଡ଼ିଓଙ୍କ ଅସହଯୋଗ ଯୋଗୁଁ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ବାଧକ ସାଜିବା, କଲ୍ୟାଣମଣ୍ଡପ ଏବଂ ହାଟ ନିର୍ମାଣ କରିବାରେ ଅହେତୁକ ବିଳମ୍ବ ହେଉଛି l ବାରମ୍ବାର ବିଡ଼ିଓଙ୍କୁ କହିବା ସତ୍ୱେ ଏଥିପ୍ରତି… Continue reading ସରପଞ୍ଚଙ୍କୁ ବିଡ଼ିଓଙ୍କ ଦୁର୍ବ୍ୟବହାର ଅଭିଯୋଗ

ସର୍କିଟ ହାଉସ୍ ମାମଲା: ପ୍ରକାଶ ପାଶୱାନଙ୍କ ବିରୋଧରେ ଜାମିନବିହୀନ ପରୱାନା ଜାରି….

ରାଉରକେଲା: ପାନପୋଷ ସର୍କିଟ ହାଉସ୍‌ରୁ ଅସ୍ତ୍ରଶସ୍ତ୍ର ସହ ଅପରାଧୀ ଗିରଫ ମାମଲାରେ ଫେରାର ଥିବା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ମହାନଗର ନିଗମ ପ୍ରତିନିଧି ପ୍ରକାଶ ପାଶୱାନଙ୍କ ବିରୋଧରେ ଏସଡିଜେଏମ୍ କୋର୍ଟ ଜାମିନବିହୀନ ପରୱାନା (ଏନ୍ ବି ଡବ୍ଲ୍ୟୁ) ଜାରି କରିଛନ୍ତି। ମାମଲାର ତଦନ୍ତରେ ସହଯୋଗ କରିବା ପାଇଁ ରାଉରକେଲା ପୁଲିସ ପ୍ରକାଶ ପାଶୱାନଙ୍କୁ ସୋମବାର ସୁଦ୍ଧା ଥାନାରେ ହାଜର ହେବାକୁ ନୋଟିସ ଜାରି କରିଥିଲା। କିନ୍ତୁ ସେ ହାଜର ନହେବାରୁ ପୁଲିସ ତାଙ୍କ ବିରୋଧରେ ଜାମିନବିହୀନ… Continue reading ସର୍କିଟ ହାଉସ୍ ମାମଲା: ପ୍ରକାଶ ପାଶୱାନଙ୍କ ବିରୋଧରେ ଜାମିନବିହୀନ ପରୱାନା ଜାରି….

କୋଶରଡା ଜଙ୍ଗଲରେ ଅବକାରୀର ସର୍ଜିକାଲ ଷ୍ଟ୍ରାଇକ୍: ୧୮.୬୮ ଲକ୍ଷର ମଦ ଭାଟି ଧ୍ୱଂସ ।

ଚିଲିକା, ୨୫ ।୮: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧୀକ୍ଷକ ଶ୍ରୀମତୀ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ବାଣପୁର ବ୍ଲକ କୋଶରଡା ସଂରକ୍ଷିତ ଜଙ୍ଗଲରେ ଆଜି ଅବକାରୀ ବିଭାଗ ପକ୍ଷରୁ ଏକ ବଡ ଧରଣର ମିଳିତ ଚଢାଉ କରାଯାଇଛି ।ଖବର ଅନୁଯାୟୀ ଜଙ୍ଗଲ ଭିତରେ ବେଆଇନ ଭାବେ ଦେଶୀ ମଦ ପ୍ରସ୍ତୁତ ହେଉଥିବା ଗୁପ୍ତ ସୂଚନା ପାଇ ବାଲୁଗାଁ, ଟାଙ୍ଗୀ, ଜଟଣୀ, ବେଗୁନିଆ ଓ ଜିଲ୍ଲା ମୋବାଇଲ ୟୁନିଟକୁ ନେଇ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିଲା ।… Continue reading କୋଶରଡା ଜଙ୍ଗଲରେ ଅବକାରୀର ସର୍ଜିକାଲ ଷ୍ଟ୍ରାଇକ୍: ୧୮.୬୮ ଲକ୍ଷର ମଦ ଭାଟି ଧ୍ୱଂସ ।

କୁମାଣ୍ଡୋଳ ପାଟଣା ମହିଳା ସରପଞ୍ଚଙ୍କ ଅକାଳ ବିୟୋଗ |

ଚିଲିକା, ୨୫|୮:ଚିଲିକା ବ୍ଲକ ଅନ୍ତର୍ଗତ କୁମାଣ୍ଡୋଳ ପାଟଣା ଗ୍ରାମ ପଞ୍ଚାୟତର ମହିଳା ସରପଞ୍ଚ ସବିତା ସୁନ୍ଦରାୟଙ୍କର ଅକାଳ ବିୟୋଗ ସମଗ୍ର ଅଞ୍ଚଳରେ ଦୁଃଖଦ ପରିସ୍ଥିତି ସୃଷ୍ଟି କରିଛି।ସେ କିଛି ଦିନ ଧରି ଦୂରାରୋଗ୍ୟ ରୋଗରେ ପୀଡିତ ଥାଇ ଅସୁସ୍ଥ ଥିଲେ।ଜଣେ ଲୋକପ୍ରିୟ ସରପଞ୍ଚ ଭାବରେ ସେ ଏ ଅଞ୍ଚଳରେ ଜଣାଶୁଣା ଥିଲେ। ପଦବୀରେ ଥାଇ ତାଙ୍କର ଅକାଳ ବିୟୋଗ ଗ୍ରାମପଞ୍ଚାୟତର ପ୍ରଶାସନିକ କାର୍ଯ୍ୟରେ ସମସ୍ୟା ସୃଷ୍ଟି କରିବ ବୋଲି ଚର୍ଚ୍ଚା ହେଉଛି। ଶ୍ରୀ ମତୀ ସୁନ୍ଦରାୟ ଅବସର… Continue reading କୁମାଣ୍ଡୋଳ ପାଟଣା ମହିଳା ସରପଞ୍ଚଙ୍କ ଅକାଳ ବିୟୋଗ |

ଦୁଇଟି କ୍ରମାଗତ ବନ୍ୟା ପରେ ସର୍ବାଧିକ କ୍ଷତିଗ୍ରସ୍ତ ଉପକୂଳ ଅଞ୍ଚଳର ଚାଷୀ କ୍ଲଷ୍ଟରଗୁଡ଼ିକରେ ରିଲିଫ ଅଭିଯାନ

ଉତ୍ତର ଓଡ଼ିଶାର ବନ୍ୟା ପ୍ରଭାବିତ ଚିଙ୍ଗୁଡ଼ି ଚାଷୀ ପରିବାରଙ୍କ ପାଖରେ ଜରୁରୀ ସାମଗ୍ରୀ ଓ ଶୁଖିଲା ଖାଦ୍ୟ ପହଞ୍ଚାଇଲା ଆକ୍ୱାପଲ୍ସଭୁବନେଶ୍ୱରସ୍ଥିତ ପଣ୍ଡ-ଟୁ-ପୋର୍ଟ ଚିଙ୍ଗୁଡ଼ି ଚାଷ ଓ ସାମୁଦ୍ରିକ ଖାଦ୍ୟ ରପ୍ତାନି କମ୍ପାନୀ ଆକ୍ୱାପଲ୍ସ (Phoenix Marine Exports and Solution Pvt. Ltd.) ଜୁଲାଇ ଶେଷ ଓ ଅଗଷ୍ଟ ମାସରେ ଉତ୍ତର ଓଡ଼ିଶାରେ ଆସିଥିବା ବନ୍ୟା ପରେ ନିଜର ସର୍ବାଧିକ କ୍ଷତିଗ୍ରସ୍ତ କ୍ଲଷ୍ଟରଗୁଡ଼ିକର ଚାଷୀ ପରିବାରଙ୍କୁ ବନ୍ୟା ଜରୁରୀ ସାମଗ୍ରୀ ଓ ଶୁଖିଲା ଖାଦ୍ୟ ଯୋଗାଇବା ଅଭିଯାନ… Continue reading ଦୁଇଟି କ୍ରମାଗତ ବନ୍ୟା ପରେ ସର୍ବାଧିକ କ୍ଷତିଗ୍ରସ୍ତ ଉପକୂଳ ଅଞ୍ଚଳର ଚାଷୀ କ୍ଲଷ୍ଟରଗୁଡ଼ିକରେ ରିଲିଫ ଅଭିଯାନ

ଚଳିତ ବର୍ଷ କେଉଁ ଦିନ ପାଳନ କରିବେ ରକ୍ଷାବନ୍ଧନ

ରକ୍ଷା ବନ୍ଧନ ବା ରାକ୍ଷୀ ପୂର୍ଣ୍ଣିମା, ଭାରତୀୟ ସଂସ୍କୃତି ପରମ୍ପରା ର ଆଉ ଏକ ବଡ ପର୍ବ । ଯେଉଁଠାରେ ଦ୍ଭାଇ-ଭଉଣୀ ର ଅନାବିଳ ସ୍ନେହ ପ୍ରେମ, ଭଲ ପାଇବାକୁ ବୁଝାଯାଏ । ଭାଇଟିଏ ପ୍ରତ୍ୟେକ ବର୍ଷ ଚାହିଁ ରହିଥାଏ କେବେ ତାର ଭଉଣୀ ଆସି ତା ହାତରେ ରାକ୍ଷୀ ବାନ୍ଧିବ । ସେମିତି ଭଉଣୀ ଟିଏ ମଧ୍ୟ ତା ଭାଇ ହାତରେ ରାକ୍ଷୀ ବାନ୍ଧିବା ପାଇଁ ଚାତକ ପରି ଚାହିଁ ରହିଥାଏ ।ଆମ ପରଂପରା କୁହେ… Continue reading ଚଳିତ ବର୍ଷ କେଉଁ ଦିନ ପାଳନ କରିବେ ରକ୍ଷାବନ୍ଧନ

ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘର ପ୍ରଶିକ୍ଷଣ ଶିବିର

ପାଣିକୋଇଲି: ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘର ଏକ ପ୍ରଶିକ୍ଷଣ ଶିବିର ଷଠିପୁର ବିଜେବି କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା, ପୁରୀ, ଭୁବନେଶ୍ଵର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ୧୨ଟି ଜିଲ୍ଲାର ଡିଜିଟାଲ ମିଡିଆରେ କାର୍ଯ୍ୟ କରୁଥିବା ସାମ୍ବାଦିକମାନଙ୍କୁ ନେଇ ଏହି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ମହାସଂଘର ରାଜ୍ୟ ସଭାପତି ମନୋରଂଜନ ଶତପଥୀଙ୍କ ଅଧ୍ୟକ୍ଷତାରେ ତଥା କବି ବାଇଧର ମାଝୀଙ୍କ ସଂଚାଳନରେ ଅନୁଷ୍ଠିତ… Continue reading ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘର ପ୍ରଶିକ୍ଷଣ ଶିବିର

ଆତ୍ମସମର୍ପଣକାରୀ ମାଓବାଦୀଙ୍କ ସୂଚନାରେ ବଡ଼ ସଫଳତା: ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ଗୁପ୍ତ ଅସ୍ତ୍ରଭଣ୍ଡାର

ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ବିସ୍ତୃତ ପଚରାଉଚରା ବେଳେ ମିଳିଥିବା ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଆଧାରରେ ରାଉରକେଲା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି।କେ.ବଲାଙ୍ଗ ଥାନା ଅଧୀନସ୍ତ ସିଲକୁଟା ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଗଚ୍ଛିତ ରଖିଥିବା ବିପୁଳ ଅସ୍ତ୍ର ଭଣ୍ଡାର କୁ ରାଉରକେଲା ପୋଲିସର ଡିଭିଏଫ୍ ଓ ବୋମା ଚିହ୍ନଟ ଏବଂ ନିଷ୍କ୍ରିୟକାରୀ ଦଳର ମିଳିତ ଅଭିଯାନରେ ଠାବ କରାଯାଇଛି। ଅଭିଯାନ ସମୟରେ ସୁରକ୍ଷା ବାହିନୀ ଜଙ୍ଗଲରେ ବ୍ୟାପକ ତଲାସି କରି ଲୁଚାଇ ରଖାଯାଇଥିବା ଏହି ଜଙ୍ଗଲ ମଧ୍ୟରୁ… Continue reading ଆତ୍ମସମର୍ପଣକାରୀ ମାଓବାଦୀଙ୍କ ସୂଚନାରେ ବଡ଼ ସଫଳତା: ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ଗୁପ୍ତ ଅସ୍ତ୍ରଭଣ୍ଡାର

ସ୍ଥାନୀୟ ଖାରବେଳ ନଗରସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ଠାରେ ସାହିତ୍ୟିକା, ଲେଖିକା ଜୟଶ୍ରୀ ଦାସଙ୍କ ଷୋହଳତମ କବିତା ସଂକଳନ “

ହେ ବୁଦ୍ଧ! ତୁମକୁ ପ୍ରଣାମ “ଲୋକାର୍ପିତ ହେବା ସହିତ ସାରସ୍ୱତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଗଣମାଧ୍ୟମ ଓ ସାମାଜିକ ଅନୁଷ୍ଠାନ “ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ “ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି l ସାହିତ୍ୟିକା ସରୋଜିନୀ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ବିଶିଷ୍ଟ ଐତିହାସିକ, ଗବେଷକ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ, ମୁଖ୍ୟଅତିଥି ଭାବେ ବରିଷ୍ଠ ସାମ୍ବାଦିକ, ଅଧ୍ୟକ୍ଷ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପ୍ରଦ୍ୟୁମ୍ନ ଶତପଥୀ, ପୁସ୍ତକ ରଚୟିତା ଜୟଶ୍ରୀ ଦାସ, ସମ୍ମାନିତ ଅତିଥି ଭାବେ… Continue reading ସ୍ଥାନୀୟ ଖାରବେଳ ନଗରସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ଠାରେ ସାହିତ୍ୟିକା, ଲେଖିକା ଜୟଶ୍ରୀ ଦାସଙ୍କ ଷୋହଳତମ କବିତା ସଂକଳନ “

ସର୍କିଟ ହାଉସ୍ ମାମଲା: ତଦନ୍ତକୁ ଆହୁରି ତୀବ୍ର କଲା ପୋଲିସ୍, ଫେରାର ମାଷ୍ଟର୍ ମାଇଣ୍ଡକୁ ଧରିବା ପାଇଁ ରାଜ୍ୟ ବାହାରେ ୪ ଟିମ୍…

ରାଉରକେଲା, ୨୩ ଅଗଷ୍ଟ: ବହୁଚର୍ଚ୍ଚିତ ସର୍କିଟ ହାଉସ୍ ମାମଲାରେ ରାଉରକେଲା ପୋଲିସ୍ ତଦନ୍ତକୁ ଆହୁରି କ୍ରିୟାଶୀଳ କରିଛି। ଶନିବାର ମାମଲାରେ ଗିରଫ ହୋଇଥିବା ପ୍ରକାଶ ପାଶୱାନ ଦୁଇ ସହଯୋଗୀ ସୂରଜ ଗୁପ୍ତା ଓ ଆଦର୍ଶ ସାହୁଙ୍କୁ କୋର୍ଟ ଚାଲାଣ କରାଯାଇଛି।ଏପଟେ ଫେରାର ଅଭିଯୁକ୍ତ ତଥା ମାମଲା ର କିଙ୍ଗପିନ କୁ ଧରିବା ପାଇଁ ରାଉରକେଲା ପୋଲିସର ଚାରୋଟି ସ୍ୱତନ୍ତ୍ର ଟିମ୍ ବିଭିନ୍ନ ରାଜ୍ୟରେ ଡେରା ପକାଇ ସନ୍ଧାନ ଜାରି ରଖିଛନ୍ତି। ସେହିପରି ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଶୀଘ୍ର ଗିରଫ… Continue reading ସର୍କିଟ ହାଉସ୍ ମାମଲା: ତଦନ୍ତକୁ ଆହୁରି ତୀବ୍ର କଲା ପୋଲିସ୍, ଫେରାର ମାଷ୍ଟର୍ ମାଇଣ୍ଡକୁ ଧରିବା ପାଇଁ ରାଜ୍ୟ ବାହାରେ ୪ ଟିମ୍…

You cannot copy content of this page