ଉତ୍ତରା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ତାଳ ଚାରା ରୋପଣ

ବାଲିଅନ୍ତା,୨୩|୮(ଗୋବର୍ଦ୍ଧନ ଦାସ): ପରିବେଶ ସୁରକ୍ଷା ଓ ଜନସୁରକ୍ଷା ପାଇଁ ଉତ୍ତରା ବରିଷ୍ଠ ନାଗରୀକ ମଞ୍ଚ ପକ୍ଷରୁ ଆଜି ତାଳ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଭଳି ଏକ ଅଭିନବ ପ୍ରୟାସ କରି ସମସ୍ତଙ୍କ ଉଦାହରଣ ପାଲଟିଛନ୍ତି ବରିଷ୍ଠ ନାଗରୀକ l ଅବସର ପରେ କିମ୍ବା ବୟସର ଅପରାହ୍ନରେ ମଧ୍ୟ ସେମାନେ ଥକି ନ ପଡି ଏଭଳି ଜନହିତକର କାର୍ଯ୍ୟ କରୁଛନ୍ତି ବୋଲି ଅଞ୍ଚଳବାସୀ ଭୁୟସୀ ପ୍ରଂଶସା କରିଥିଲେ lତାଳ ଗଛ ଆମ ପରିବେଶ, ଜୈବବିବିଧତା,… Continue reading ଉତ୍ତରା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ତାଳ ଚାରା ରୋପଣ

ନିର୍ମାଣ ଅନୁଷ୍ଠାନ ପକ୍ଷରୁ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନେଇ ଆଲୋଚନା ଚକ୍ର

ବାଲିଅନ୍ତା,୨୩|୮( ଗୋବର୍ଦ୍ଧନ ଦାସ):ବାଳକାଟି ସ୍ଥିତ ନିର୍ମାଣ ଶିକ୍ଷା ଅନୁଷ୍ଠାନ ଓ ‘ଅରଟେକ୍ ଆଇ.ଟି.ଆଇ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ, ଶୃଙ୍ଖଳା ଏବଂ ସର୍ବାଙ୍ଗୀନ ବିକାଶ ନିମନ୍ତେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠାନର ଅଧ୍ୟକ୍ଷ ସିଦ୍ଧେଶ୍ଵର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିକ୍ଷକ, ଅଭିଭାବକ ଏବଂ ଛାତ୍ରଛାତ୍ରୀ ମାନେ ଅନୁଷ୍ଠାନକୁ ଅଧିକ ଶୃଙ୍ଖଳିତ ଏବଂ ପ୍ରତିଯୋଗିତାମୂଳକ କରିବା ପାଇଁ ସୁଚିନ୍ତିତ ନିୟମାବଳୀ ପ୍ରଣୟନ କରାଯାଇଛି। ଯାହାକୁ ଶିକ୍ଷାପ୍ରେମୀ ଓ ବୁଦ୍ଧିଜୀବୀ ମହଲରେ ସ୍ୱାଗତ କରାଯାଇଛି।… Continue reading ନିର୍ମାଣ ଅନୁଷ୍ଠାନ ପକ୍ଷରୁ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନେଇ ଆଲୋଚନା ଚକ୍ର

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

ଚିଲିକା,୨୨ ।୮:ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ, ବାଣପୁରର ଦିବ୍ୟଜ୍ୟୋତି ଭବନଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମକୁମାରୀ ସୁଜାତା ମୁଖ୍ୟ ସଞ୍ଚାଳିକା ଭାବେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ଏହି ରକ୍ତଦାନ ଶିବିରରେ ଯୁବ ସମାଜସେବୀ ତଥା ବାଣପୁର ବିଜେପି ଯୁବ ସଂଗଠକ ଶ୍ରୀ ଦେବୀ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବାଣପୁର ବ୍ଲକ ବିରଜା ମଣ୍ଡଳ ସଭାପତି ଶ୍ରୀ ଜିତେନ୍ଦ୍ର କୁମାର ଭୋଳ ଏବଂ ଡାକ୍ତର ଶ୍ରୀ କୃତାର୍ଥ କିଶୋର ଦାସ ସମ୍ମାନିତ… Continue reading ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

ସ୍ବର୍ଗତ ମୃତ୍ୟୁଞ୍ଜୟ ପରିଡାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଓ ସ୍ମୃତିଚାରଣ ସଭା ଅନୁଷ୍ଠିତ

ଭୁବନେଶ୍ୱର ତା 21/08/26 ଯୁବ ସଂଗଠକ, କର୍ପୋରେଟ ପ୍ରତିଭା, ହାସ୍ୟ ଅଭିନେତା ତଥା ସମାଜସେବୀ ସ୍ବର୍ଗତ ମୃତ୍ୟୁଞ୍ଜୟ ପରିଡାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଅବସରରେ “ସ୍ମୃତି ଅର୍ଘ୍ୟ “ସହିତ ସ୍ମୃତିଚାରଣ ସଭା “ମୃତ୍ୟୁଞ୍ଜୟ ସ୍ମୃତି କମିଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି l ବ୍ରହ୍ମେସ୍ୱର ପ୍ରାଥମିକ ବିଦ୍ୟାଳୟ ଓ ହରିହର ବିଦ୍ୟାପୀଠ ବିଦ୍ୟାଳୟ ବିଦ୍ୟାର୍ଥୀ ମିଳିତ ପରିଷଦ ପକ୍ଷରୁ ସ୍ମୃତି ରେଖା ପରିଡାଙ୍କ ପୌରହିତ୍ୟ ଆବାହକ, ସାମ୍ବାଦିକ ଅରବିନ୍ଦ ତ୍ରିପାଠୀଙ୍କ ସଂଯୋଜନା ଓ ହିରଣ୍ୟମୟୀ ସ୍ୱାଇଁଙ୍କ ଶହ ସଂଯୋଜନାରେ… Continue reading ସ୍ବର୍ଗତ ମୃତ୍ୟୁଞ୍ଜୟ ପରିଡାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଓ ସ୍ମୃତିଚାରଣ ସଭା ଅନୁଷ୍ଠିତ

ବାଲୁଗାଁ ମହାବଦ୍ୟାଳୟରେ ବାଳିକା ଆତ୍ମରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ଉଦଘାଟିତ ।

ଚିଲିକା, ୨୧। ୮: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ଆର୍ଥିକ ପ୍ରୋତ୍ସାହନରେ ଆଜି ବାଲୁଗାଁ ମହାବିଦ୍ୟାଳୟ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର ଦ୍ୱାରା ଆୟୋଜିତ ବାଳିକା ଆତ୍ମରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ମହାବିଦ୍ୟାଳୟର ଶକ୍ତିଶ୍ରୀ ସଂଯୋଜିକା ଅଧ୍ୟାପିକା ଡକ୍ଟର ମନସ୍ବିନୀ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ ତାଲିମ ଶିବିରର ପ୍ରଥମ ଦିନରେ +9 ଅଧ୍ୟକ୍ଷ ସୁବାସ ଶ୍ରୀଚନ୍ଦନ,ଅଧ୍ୟାପିକା ଡକ୍ଟର ମୋନାଲିସା ମାନସିଂହ, ଉଦ୍ଭିଦ ବିଜ୍ଞାନ ମୁଖ୍ୟ ଅଧ୍ୟାପକ… Continue reading ବାଲୁଗାଁ ମହାବଦ୍ୟାଳୟରେ ବାଳିକା ଆତ୍ମରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ଉଦଘାଟିତ ।

ରାଜଧାନୀରେ ଖୋଲିଲା ଷ୍ଟିଲକୋ ଫର୍ଣ୍ଣିଚର ସୋରୁମ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ସତ୍ୟବିହାର ଛକ ନିକଟରେ ଉଦ୍‌ଘାଟିତ ହୋଇଯାଇଛି ସବୁଠାରୁ ନିର୍ଭରଯୋଗ୍ୟ ଓ ବିଳାସପୂର୍ଣ୍ଣ ଫର୍ନିଚର ସୋ’ ରୁମ୍ ‘ଷ୍ଟିଲକୋ ଫର୍ନିଚର’ ଏବେ ଏହାର ପ୍ରମୁଖ ଫର୍ନିଚର ଷ୍ଟୋର । ରାଜଧାନୀବାସୀଙ୍କ ଚାହିଦା ମୁତାବକ ସମସ୍ତ ପ୍ରକାର ନୂତନ ଡିଜାଇନ୍କୁ ସଂଗ୍ରହ କରି ଗୋଟିଏ ସ୍ଥାନରେ ବିକି୍ର କରିବାକୁ ଲକ୍ଷ୍ୟ ରଖି ଆରମ୍ଭ ହୋଇଛି ଏହି ଷ୍ଟିଲକୋ ଫର୍ଣ୍ଣିଚର ସୋରୁମ୍ । ଉଦ୍‌ଘାଟନୀ ଉତ୍ସବରେ ଓଲିଉଡ଼ ଅଭିନେତ୍ରୀ ଶିବାନୀ ସଙ୍ଗୀତା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ… Continue reading ରାଜଧାନୀରେ ଖୋଲିଲା ଷ୍ଟିଲକୋ ଫର୍ଣ୍ଣିଚର ସୋରୁମ୍

ଚତୁର୍ଥ ଦିନରେ ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ସତ୍ୟାଗ୍ରହ ! ଗଣଶିକ୍ଷା ମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସହ ଜାରିରହିଛି ଆଲୋଚନା l

ଆଜି ମଧ୍ୟ ପହଂଚି ସମର୍ଥନ ଜଣାଇଲେ ବରିଷ୍ଠ ରାଜନେତା,ଗଣ ସଂଗଠନ, ବୁଦ୍ଧିଜୀବୀ, ଛାତ୍ରନେତା, ଅଭିଭାବକଭୁବନେଶ୍ୱର ତା 20 ରିଖ lପ୍ରଥମ ରୁ ଅଷ୍ଟମ ପଯ୍ୟନ୍ତ ଭୁଲ ବହିକୁ ତୁରନ୍ତ ପ୍ରତ୍ୟାହାର, ପ୍ରାଇଭେଟ ସ୍କୁଲରେ ଆର୍ଥିକ ଦୁର୍ବଳ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ 25 % ମାଗଣା ଶିକ୍ଷା ଯୋଜନାକୁ ଦ୍ୱାଦଶ ପର୍ଯ୍ୟନ୍ତ ବୃଦ୍ଧି ଏବଂ କେଜିରୁ ପିଜି ମାଗଣା ଶିକ୍ଷାରେ ବୃତ୍ତିଗତ ଶିକ୍ଷାକୁ ଅନ୍ତର୍ଭୁକ୍ତ ସହ କେବଳ ଆଡ଼ମିସନ ନୁହେଁ ସବୁ ଫିସ ଛାଡି ସମ୍ପୂର୍ଣ ମାଗଣା ଦାବିରେ… Continue reading ଚତୁର୍ଥ ଦିନରେ ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ସତ୍ୟାଗ୍ରହ ! ଗଣଶିକ୍ଷା ମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସହ ଜାରିରହିଛି ଆଲୋଚନା l

​ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଲାଶାଙ୍କୁ ସ୍ୱର୍ଣ୍ଣ ପଦକ

ସୀଆଈଏସସୀଇ ନେଶନlଲ ଜିବେ ଅଭିଳାଷl ​ ଟିଟଲାଗଡ଼ସ୍ଥିତ ସେଣ୍ଟ ଆନ୍ ସ୍କୁଲ ପରିସରରେ ସୀଆଈଏସସୀଇ ରିଜିଓନାଲ ସ୍ତରୀୟ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲାଙ୍ଗୀର ଜିଲ୍ଲା କରାଟେ ଅର୍ଗାନାଇଜେସନର ଛାତ୍ରୀ ଅଭିଲାଶା ଚୌଧୁରୀ ଶ୍ରେଷ୍ଠ ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।​ଅଭିଲାଶା ଅଣ୍ଡର-୧୪ ବର୍ଷ ୩୪ ରୁ ୩୮ କେଜି କୁମିତେ (ଫାଇଟିଂ) ବିଭାଗରେ ଭାଗନେଇ ଏହି ସଫଳତା ହାସଲ କରିଛନ୍ତି। ପ୍ରତିଯୋଗିତା ଶେଷରେ ମୁଖ୍ୟ ଅତିଥି ଡବ୍ଲୁକେଏଫ ରେଫରୀ ରାଜିବ ସିଂ ଓ… Continue reading ​ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଲାଶାଙ୍କୁ ସ୍ୱର୍ଣ୍ଣ ପଦକ

କାଳୀପ୍ରସାଦ ସାମନ୍ତରାୟ ଥିଲେ ଶିକ୍ଷା ଓ ସମାଜସେବାର ସମର୍ପିତ ପ୍ରତିଭା

ଭୁବନେଶ୍ୱର ତା 19/08/26 ବହୁମୁଖୀ ପ୍ରତିଭାଦୀପ୍ତ,ବିଶିଷ୍ଟ ସମାଜସେବୀ, ପରିବେଶବିତ ତଥା ବିଜୁପଟନାୟକ ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ କାଳୀପ୍ରସାଦ ସାମନ୍ତରାୟଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବିଜୁ ପଟନାୟକ କମ୍ପୁଟର ଏକାଡେମୀ ପକ୍ଷରୁ ସ୍ଥାନୀୟ ବମିଖାଲସ୍ଥିତ ବିଜୁପଟନାୟକ କମ୍ପ୍ୟୁଟର ଏକାଡେମୀ ଠାରେ ସଭାପତି ତଥା ଶିକ୍ଷାବିତ ସୀତା ବଲ୍ଲଭ ମହାପାତ୍ରଙ୍କ ସଭାପତିତ୍ବ ଓ ବରିଷ୍ଠ ସାମ୍ବାଦିକ, ତଥା ପୁଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀଙ୍କ ସଂଯୋଜନାରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଶହ… Continue reading କାଳୀପ୍ରସାଦ ସାମନ୍ତରାୟ ଥିଲେ ଶିକ୍ଷା ଓ ସମାଜସେବାର ସମର୍ପିତ ପ୍ରତିଭା

ଖୋର୍ଦ୍ଧା ଜିଲ୍ଲାରେ ନିଶା ବିରୋଧୀ ଜାତୀୟ ଶପଥ ନେଲେ ୯୬୭ ଜଣ

ଚିଲିକା, ୨୦।୮:ନିଶାମୁକ୍ତ ଭାରତ ଗଠନ ଲକ୍ଷ୍ୟରେ ଦେଶବ୍ୟାପୀ ଚାଲିଥିବା ନିଶା ମୁକ୍ତ ଭାରତ ଅଭିଯାନ’ର ଅଂଶ ଭାବେ ଖୋର୍ଦ୍ଧା ଜିଲ୍ଲାରେ ନିଶା ବିରୋଧୀ ସଚେତନତାକୁ ଗୁରୁତ୍ୱ ଦିଆଯାଇଛି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ମୋଟ ୯୬୭ ଜଣ ନିଶା ବିରୋଧୀ ଜାତୀୟ ଶପଥ ଗ୍ରହଣ କରି ନିଶାସେବନ ବିରୋଧରେ ଲଢ଼େଇକୁ ଆହୁରି ମଜବୁତ କରିବାକୁ ସଂକଳ୍ପ ନେଇଛନ୍ତି।ନିଶାସେବନ ଯୋଗୁଁ ଯୁବପିଢ଼ିଙ୍କ ଭବିଷ୍ୟତ ପ୍ରଭାବିତ ହେବା ସହ ପରିବାର ଓ ସମାଜ ଉପରେ ମଧ୍ୟ ଏହାର ଗଭୀର… Continue reading ଖୋର୍ଦ୍ଧା ଜିଲ୍ଲାରେ ନିଶା ବିରୋଧୀ ଜାତୀୟ ଶପଥ ନେଲେ ୯୬୭ ଜଣ

You cannot copy content of this page