ଚିଲିକା-ନାଚୁଣୀ ସ୍ଥିତ ମାଧଵନନ୍ଦ ଇଂରାଜୀ ମାଧ୍ୟମ ଵିଦ୍ୟାଳୟର ୧୦ମ ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଛି। ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନଙ୍କ ପୈ।ରୋହିତ୍ୟରେ ଅନୁଷ୍ଠିତ ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ କାଳିଜାଈ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ଗଙ୍ଗାଧର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ବାଣପୁର ଗ୍ରାମୀଣ ମହିଳା ମହାବିଦ୍ୟାଳୟର ଇଂରାଜୀ ବିଭାଗୀୟ ମୁଖ୍ୟ ପ୍ରଶାନ୍ତ କୁମାର ଦାଶ-ମୁଖ୍ୟଵକ୍ତା, ପ୍ରାକ୍ତନ ବାଣପୁର ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ଲକ୍ଷ୍ମୀ… Continue reading ମାଧବ ନନ୍ଦ ଇଂରାଜୀ ମାଧ୍ୟମ ଵିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ।
ମାଧବ ନନ୍ଦ ଇଂରାଜୀ ମାଧ୍ୟମ ଵିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ।