କଳାହାଣ୍ଡି,୨୩|୩ (ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏସଜି ଏସୱାଇ ମିଟିଙ୍ଗ ହଲ ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଓ ସମାଧାନ ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ଯୁଗ୍ମ ଅଭିଯୋଗ ଜନ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକୁ ବିଭାଗୀୟ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ସମାଧାନ କରିବାକୁ ନିର୍ଦେଶ ଦେଇଥିଲେ। ଏହି ଶିବିରରେ… Continue reading ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଜନଶୁଣାଣି ଓ ସମାଧାନ ଶିବିର
ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଜନଶୁଣାଣି ଓ ସମାଧାନ ଶିବିର