ଚିଲିକା,୧୬ I୮:ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ୮୦ତମ ସ୍ଵାଧୀନତା ଦିବସ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଅଛି । ଛାତ୍ରଛାତ୍ରୀମାନେ ପ୍ରଭାତ ଫେରି କରିବା ପରେ ଜାତୀୟ ପତକା ଉତ୍ତୋଳନ ହୋଇଥିଲା । ମୁଖ୍ୟ ଅତିଥି ଭାବେ ସମାଜସେବୀ ତଥା ବାଣପୁର ବିଜେପି ଯୁବ ସଙ୍ଗଠକ ଶ୍ରୀ ଦେବୀ ପ୍ରସାଦ ମିଶ୍ର ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଛାତ୍ର ଛାତ୍ରୀ ମାନଙ୍କ ଠାରୁ ଅଭିବାଦନ ଗ୍ରହଣ… Continue reading ବାଣପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ୮୦ତମ ସ୍ୱାଧୀନତା ଦିବସ ପାଳିତ ।
ବାଣପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ୮୦ତମ ସ୍ୱାଧୀନତା ଦିବସ ପାଳିତ ।