ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର, ବିଜେଡିର ସଂତୃପ୍ତ ମିଶ୍ର ଓ ସ୍ୱାଧୀନ ପ୍ରାର୍ଥୀ ଦିଲୀପ ରାୟ । କଂଗ୍ରେସ ଓ ବିଜେଡି ମିଳିତ ପ୍ରାର୍ଥୀ ଦତ୍ତେଶ୍ୱର ହୋତା ଦିଲ୍ଲୀପଙ୍କ ଠାରୁ ପରାଜିତ ହୋଇଛନ୍ତି । ପ୍ରଥମ ପସନ୍ଦ ଭୋଟରେ ମନମୋହନ ସାମଲ ୩୫, ସୁଜିତ କୁମାର ୩୫ ଓ ସଂତୃପ୍ତ ମିଶ୍ର ୩୧ ଖଣ୍ଡ ଭୋଟ ମିଳିଥିଲା । ପ୍ରଥମ ପସନ୍ଦ ଭୋଟରେ ବିଜେପିର ମନମୋହନ, ସୁଜିତ… Continue reading ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ