କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-ମାର୍ଚ୍ଚ ମାସ ଆରମ୍ଭ ରୁ ଗ୍ରୀଷ୍ମ ପ୍ରବାହ ପାରଦ ୪୦ କୂ ଛୁଇଁଲାଣି।ପ୍ରବଳ ଖରା ଯୋଗୁ ମଣିଷ ଠାରୁ ପଶୁପକ୍ଷୀ ହନ୍ତସନ୍ତ | ସାଧାରଣ ଭାବେ ମାର୍ଚ୍ଚ ମାସ ମଧ୍ୟରେ ବିଗତ ବର୍ଷ ମାନଙ୍କରେ ପାରଦ ୩୨ ରୁ ୩୫ ଡିଗ୍ରୀ ରହିଥିବା ନଜର ଥିବା ବେଳେ ଚଳିତ ବର୍ଷ ତାହା ୪୦ ଡିଗ୍ରୀ ଉପରକୁ ଉଠିଲାଣି।ଯାହାକୁ ନେଇ ସାଧାରଣରେ ଚିନ୍ତା ପ୍ରକଟ ହୋଇଛି । ସକାଳ ୧୧ ଘଣ୍ଟା ରୁ ପ୍ରବଳ… Continue reading ଅସହ୍ୟ ତାତିରେ ଜଳୁଛି ଧର୍ମଗଡ କେବେ ଆରମ୍ଭ ହେବ ଜଳଛତ୍ର:ବାଟୋଇ ପିଇବା ପାଣି ପାଇଁ ଡହଳ ବିକଳ ଜଳ ଛତ୍ର ଖୋଲିବା ପାଇଁ ଦାବି
ଅସହ୍ୟ ତାତିରେ ଜଳୁଛି ଧର୍ମଗଡ କେବେ ଆରମ୍ଭ ହେବ ଜଳଛତ୍ର:ବାଟୋଇ ପିଇବା ପାଣି ପାଇଁ ଡହଳ ବିକଳ ଜଳ ଛତ୍ର ଖୋଲିବା ପାଇଁ ଦାବି