
ଯୁବକଙ୍କ ଉନ୍ମତ୍ତକାଣ୍ଡ: ଧରି ନିର୍ଧୁମ ଛେଚିଲେ ଲୋକେ
ବଲାଙ୍ଗୀର,୧୫ା୪: ବଲାଙ୍ଗୀର ସହରରୁ ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସହରରେ ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଯୁବକ ଜଣକ ନିଶାସକ୍ତ ଅବସ୍ଥାରେ ନିଜ ହିତାହିତ ଜ୍ଞାନ ହରାଇ ବାଛୁରୀ ଆଖିକୁ ଫୋଡ଼ିଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ