
ମହିମାସେବା ଫାଉଣ୍ଡେସନର ଷଷ୍ଠ ସ୍ୱନକ୍ଷତ୍ର ଅନୁଷ୍ଠିତ
ଭୁବନେଶ୍ୱର: ସାମାଜିକ ଅନୁଷ୍ଠାନ “ମହିମା ସେବା ଫାଉଣ୍ଡେସନ “ପକ୍ଷରୁ ଷଷ୍ଠ ସ୍ୱନକ୍ଷତ୍ର ଦିବସ ଅନ୍ଧାରୁଆ ସ୍ଥିତ ପ୍ରବୁଦ୍ଧପାହାଡ଼ ଠାରେ ଥିବା ସତ୍ୟ ମହିମା ଆଶ୍ରମ ଠାରେ ଅନୁଷ୍ଠିତ ହୋଇଯାଇଛି I ପ୍ରାତଃ ସମୟରେ ଶୂନ୍ୟ ମହିମା ପ୍ରଭୁ ଙ୍କୁ ପ୍ରଦ୍ବୀପ ପ୍ରଜ୍ବଳନ








