
ବ୍ରହ୍ମହେସ୍ୱର ପୁରାତନ ବିଦ୍ୟାର୍ଥୀଙ୍କ ବନ୍ଧୁ ମିଳନ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର: ଅନ୍ଧାରୁଆ ପାଦପଦ୍ମ ପାହାଡ଼ଠାରେ ବ୍ରହ୍ମହେସ୍ୱର ପୁରାତନ କିଛି ବିଦ୍ୟାର୍ଥୀଙ୍କ ବନ୍ଧୁ ମିଳନ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି I ସମାଜସେବୀ ନାରାୟଣ ଖୁଣ୍ଟିଆଙ୍କ ପୌରହିତ୍ୟ ଓ ଅରବିନ୍ଦ ତ୍ରିପାଠୀଙ୍କ ସଂଯୋଜନା ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି