
ଅମ୍ବିକା ଫାଉଣ୍ଡେସନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ
ଭୁବନେଶ୍ୱର: ଆଜି ସାରା ଦେଶରେ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଡେଲ୍ଟା ଛକ ଠାରେ ଅମ୍ବିକା ଫାଉଣ୍ଡେସନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ