
ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ଓ ମୁଗୁପୁର ସମାଚାର ପକ୍ଷରୁ “ବିଶ୍ୱ ମାତୃଭାଷା ଦିବସ’ ଅନୁଷ୍ଠିତ
ଭୁବନେଶ୍ୱର: ସାମାଜିକ ଓ ୱେବ ଗଣମାଧ୍ୟମ “ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ “ଓ ମାସିକ ଖବରକାଗଜ “ମୁଗୁପୁର ସମାଚାରର ମିଳିତ ସହଯୋଗରେ ସ୍ଥାନୀୟ ଖାରବେଳନଗର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ଠାରେ “ବିଶ୍ୱ ମାତୃଭାଷା ଦିବସ -2026 ଟ୍ରଷ୍ଟର ସମ୍ପାଦକ ଅରବିନ୍ଦ








