ମହାନଗର

ମହାନଗର

ସ୍ଥାନୀୟ ପ୍ରଶାସନଙ୍କ ଦୃଷ୍ଟିପଡ଼ୁ

ଭୁବନେଶ୍ୱର: ୟୁନିଟ-୮ ସହରାଚଂଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ରୋଗୀମାନେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ୱେ ଧାଡ଼ିରେ ଠିଆ ହୋଇ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଉଛନ୍ତି । ରାଜଧାନୀରେ ବର୍ତମାନ ୪୩ଡିଗ୍ରୀରୁ ଅଧିକା ତାପମାତ୍ରା ରହୁଥିବାବେଳେ ରୋଗୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ

Read More »
ମହାନଗର

ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ

ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ଜାରି ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।ବିଧାନସଭା ପାଇଁ ୪ ଲୋକସଭା ଓ ୨୮ ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଛି I ବିଧାନସଭାରେ

Read More »
ମହାନଗର

‍ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୁ ଜନତା ଦଳ (ବିଜେଡି)ରେ ଯୋଗ ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ଯୋଗ ଦେବା ପରେ ବର୍ଷା କହିଥିଲେ, ମୁଁ

Read More »
ମହାନଗର

ବିଜେପିର ପ୍ରାର୍ଥୀ ତାଲିକା ଜାରି

ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା ଜାରି: – ରାଉରକେଲାରୁ ପ୍ରାର୍ଥୀ ହେଲେ ଦିଲ୍ଲୀପ ରାୟ, ପାଟଣା- ଅଖିଲ ଚନ୍ଦ୍ର ନାୟକ, ସାରସକଣା- ଭାଦବ ହାଁସଦା, ରାଇରଙ୍ଗପୁର- ଜୋଲେନ ବରଦା, ବାଙ୍ଗିରିପୋଷି- ସଞ୍ଜଳୀ ମୁର୍ମୁ, କରଞ୍ଜିଆ- ପଦ୍ମଚରଣ ହାଇବ୍ରୁ, ଝରିଗାଁ- ନରସିଂହ ଭତ୍ରା,

Read More »
ମହାନଗର

ଭାଜପାରେ କାରଖାନା ଭାଉଜ

ଭୁବନେଶ୍ୱର: ସୋମବାର ଭୁବନେଶ୍ୱରରେ କାର୍‌ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ମିଶ୍ରଣ ପର୍ବରେ ଏହି ଦୁଇ ଯା’ ଭାଜପାର ସଦସ୍ୟତା ଭାଜପାରେ ଯୋଗ ଦେଇଛନ୍ତି। ମିଶ୍ରଣ ପର୍ବରେ

Read More »
ମହାନଗର

କଂଗ୍ରେସର ବିଧାନସଭା ପ୍ରାର୍ଥୀ ତାଲିକା:

ଭୁବନେଶର: କଂଗ୍ରେସ ଓଡ଼ିଶାର ଆଉ ୭୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଦଳ ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଥିଲା। ଆଜି ୭୫ଟି ବିଧାନସଭା ଆସନରେ ଦଳ ପାଇଁ କିଏ ପ୍ରାର୍ଥୀ ହେବେ,

Read More »
ମହାନଗର

ବିଶ୍ୱ ହୋମିଓପାଥିକ ଦିବସ ଅବସରରେ ରକ୍ତଦାନ ଶିବିର

ଭୁବନେଶ୍ୱର: ବିଶ୍ୱ ହୋମିଓପାଥିକ ଦିବସ ତଥା ଏହାର ଜନକ ଡା ସାମୁଏଲ ହାନିମାନଙ୍କ ୨୭୦ତମ ଜୟନ୍ତୀ ଅବସରରେ ସ୍ଥାନୀୟ ୟୁନିଟ ୩ ସ୍ଥିତ ଡ଼ ଅଭିନ୍ନଚନ୍ଦ୍ର ଭେଷଜ ମହାବିଦ୍ୟାଳୟରେ ଏକ ରକ୍ତଦାନ ଶିବିର ଛାତ୍ରସଂସଦ ପକ୍ଷରୁ ଅନୁଷ୍ଠିତ ହୋଇଥିଲା I ରକ୍ତଦାନର

Read More »
ମହାନଗର

ସେଂଟ୍ ଜୋଶେଫ୍ ବିଦ୍ୟାଳୟର ଛାତ୍ରୀ ଆଦ୍ୟାଙ୍କୁ ଗୋଲ୍ଡ ମେଡାଲ

ଭୁବନେଶ୍ୱର: ସେଂଟ୍ ଜୋଶେଫ ବିଦ୍ୟାଳୟର ଦ୍ୱିତୀୟ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରୀ ଆଦ୍ୟା ତ୍ରିପାଠୀଙ୍କୁ ଗଣିତ ଅଲମ୍ପିଆଡ୍ ରେ ଗୋଲ୍ଡ୍ ମେଡାଲ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ଏହାପୂର୍ବରୁ ସେ ଖେଳ ଓ ଅନ୍ୟାନ୍ୟ ପ୍ରତିଯୋଗିତାରେ ଭାଗ ନେଇ ବହୁ ପୁରସ୍କାର

Read More »
ମହାନଗର

ବିଜେଡିରେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ଵର: ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇ ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି। ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପିରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇ ପରାସ୍ତ

Read More »
ମହାନଗର

ବିଜେଡିରେ ମିଶିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ବିଜେଡି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ଆଜି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ବିଜେଡିରେ ମିଶିଛନ୍ତି । ମାର୍ଚ୍ଚ ୨୯ ତାରିଖରେ ବିଜେପିରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ

Read More »

You cannot copy content of this page