
ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ
ନୂଆଦିଲ୍ଲୀ: ଆଜି ରାତି ୯ଟା ୫୧ ମିନିଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର

ନୂଆଦିଲ୍ଲୀ: ଆଜି ରାତି ୯ଟା ୫୧ ମିନିଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର

ଖୋଲା ଆକାଶ ତଳେ ପାଣିରେ ଭାଷୁଛି ଚାଷୀଙ୍କ ଧାନ କଳାହାଣ୍ଡି, ୨୬|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ସବୁ ଠାରୁ ବଡ଼ ଆରଏମସି ହେଉଛି ଜୁନାଗଡ଼ ଆରଏମସି । ହେଲେ ଜୁନାଗଡ଼ ଏତେବଡ଼ ଆରଏମସି ଥାଇ ମଧ୍ୟ ଆଜି ପର୍ଯ୍ୟନ୍ତ

ପୁଣି ମିଳିବ ସୁଭଦ୍ରା ଟଙ୍କା। ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ। ଆଜି ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଜାନୁଆରି ଶେଷ ସୁଦ୍ଧା ଓଡ଼ିଶାର ୧

ଭୁବନେଶ୍ୱର: ନିରଂଜନ ପଟ୍ଟନାୟକଙ୍କ ଘରେ ଇଡି ଚଢ଼ଉ କରିଛି। ପୂର୍ବତନ କଂଗ୍ରେସ ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରେ ଚଢ଼ଉ କରିଛି ଇଡି। ଆଜି ସକାଳ ସାତଟାରେ ଚଢ଼ଉ ଆରମ୍ଭ କରାଯାଇଥିବାବେଳେ ତାଙ୍କର ଭୁବନେଶ୍ୱର ବାସଭବନ ନୟାପଲୀ ଠାରେ ପ୍ରଥମେ ସକାଳ ୭ଟାରେ

ନୂଆଦିଲ୍ଲୀ: ସଂସଦର ଉଭୟ ଗୃହରେ ଉତ୍ତେଜନା ଦେଖାଦେଇଛି । ବାବା ସାହେବ ଭୀମରାଓ ଆମ୍ବେଦକର ପ୍ରସଙ୍ଗରେ ଉଭୟ ଗୃହରେ ଉଭୟ କଂଗ୍ରେସ ଏବଂ ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟ ମଧ୍ୟରେ ମକର ଦ୍ୱାରରେ ଉଭୟ ଦଳର ଏମପିଙ୍କ ମଧ୍ୟରେ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନି ଦିନ ଧରି ଅନୁଷ୍ଠିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ସଫଳ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ।

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର । ବିଜୁ ଜନତା ଦଳ

ବରଗଡ଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ଼ ଜିଲ୍ଲା ସୋହେଲାର ଇଚ୍ଛାପାଲି ପଡ଼ିଆଠାରେ ଆୟୋଜିତ ଚାଷୀ ସମାବେଶରେ ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରାଯିବାର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ,

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଶ୍ରୀମନ୍ଦିର ପ୍ରଶାସନିକ କାର୍ୟ୍ୟାଳୟଠାରୁ ଚାଲି ଚାଲି ଯାଇ ଦର୍ଶନ କରିଥିବା ଦେଖିବାକୁ ମିଳିଛି । ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ ପୁରୀ

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ସକାଳେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ପୁରୀରେ ଟ୍ରାଫିକ୍ କଟକଣା କରାଯାଇଛି। ଏଥିସହ ନୌସେନା ଦିବସ କାର୍ୟ୍ୟକ୍ରମ ପାଇଁ ବ୍ୟାପକ ଟ୍ରାଫିକ୍ କଟକଣା ଜାରି କରିଛି ପୁରୀ
You cannot copy content of this page