ରାଜ୍ୟ

ରାଜ୍ୟ

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଟ୍ରାଏଲ ଇରିଗେସନ ଆରମ୍ଭ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସକତେଲ ଡ୍ୟାମ୍‌ର ଦ୍ୱିତୀୟ ବନ୍ୟାଜଳ ରବିବାର ଅପରାହ୍ଣ ୪ଟାରେ ଛଡାଯାଇଛି। ଡ୍ୟାମ ଭିତର ଜଳସ୍ତର ୧୯୯ ମିଟର ପହଞ୍ଚିବା ପରେ ଡ୍ୟାମ୍‌ର ସ୍ଥିତି ଆକଳନ କରାଯାଇ ବନ୍ୟା ଜଳ ଛଡାଯାଇଥିବା ସୂଚନା ମିଳିଛି। ଡ୍ୟାମର ଦ୍ୱିତୀୟ ବନ୍ୟା

Read More »
ରାଜ୍ୟ

ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?

ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର

Read More »
ରାଜ୍ୟ

ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ

ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା

Read More »
ରାଜ୍ୟ

ବରନାଳୀ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନ: ସରକାରୀ ଉଚ୍ଚ ବିଦ୍ୟାଳୟ ବରନାଳୀଠାରେ ଶିକ୍ଷକ ରଂଜନ କୁମାର ଷଣ୍ଢ, ଶିକ୍ଷୟିତ୍ରୀ ଉର୍ମିଳା ରଣାଙ୍କ ଉପସ୍ଥିତିରେ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବିଦ୍ୟାଳୟ ପରିସରରେ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ୍ ର

Read More »
ରାଜ୍ୟ

ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ

Read More »
ଅପରାଧ

ରେଙ୍ଗାଳିଡ୍ୟାମ ଛକରେ ବାଇକ ଧକ୍କାରେ ୨ ଗୁରୁତର

ଭୁବନ: ଭୁବନ ବ୍ଲକ୍ ଅନ୍ତର୍ଗତ ବଡ଼କାଠିଆସ୍ଥିତ ରେଙ୍ଗାଳିହୁଡ଼ା ଛକଠାରେ ସଡ଼କ ଦୁର୍ଘଟଣାରେ ଦୁଇଜଣ ଯୁବକ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ, ବୁଧବାର ଦିବା ୧୧ ରୁ ୧୨ ଘଟିକା ସମୟରେ ବଡ଼କାଠିଆ-ଓଡ଼ିଶ ଗ୍ରାମ ଦେଇ ଯାଇଥିବା

Read More »
ରାଜ୍ୟ

ଦୁର୍ଘଟଣାରେ ଔଷଧ ଦୋକାନୀ ମୃତ

ଯାଜପୁର: କଟକ ଘରୋଇ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ଗତକାଲି ଔଷଧ ଦୋକାନୀ ମାଲିକ ମନୋଜ କୁମାର ରାଉତଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯାଜପୁର ଜିଲ୍ଲା କାଳିଆପାଣି ଅଂଚଳର କଲରଙ୍ଗିଅତା ତାରିଣୀ ମାର୍କେଟ ସ୍ଥିତ ବୈକୁଣ୍ଠ ମାର୍କେଟ କମ୍ପେ୍ଲକ୍ସ ରେ

Read More »
ରାଜ୍ୟ

ଶିଶୁ ପ୍ରତିଭା ଅଭିଷ୍କା ଷଣ୍ଢଙ୍କୁ ସମ୍ବର୍ଦ୍ଧନା

ଭୁବନ: ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ନିଜର ସ୍ଥାନ ପାଇଥିବାରୁ କୁନି ଝିଅ ଅଭିଷ୍କାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। କୋମଳ ବୟସରେ ବହୁ ଜ୍ଞାନ ଆହରଣ କରିପାରିଥିବାରୁ ତାଙ୍କୁ ଏହି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ମିଳିପାରିଛି। ତେଣୁ ଅଭିଷ୍କାଙ୍କୁ ନିଜ

Read More »
ମନୋରଞ୍ଜନ

ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ

ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ

Read More »
ମହାନଗର

ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ

Read More »

You cannot copy content of this page