
ପରଲୋକରେ ମା’ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟର କୂଳପତି ପ୍ରଫେସର ସଞ୍ଜୟ ସତପଥି
କଳାହାଣ୍ଡି,୨୫ା୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ








