
ଡ଼କ୍ଟର ତନ୍ମୟ ତ୍ରିପାଠୀଙ୍କ ଦ୍ଵାରା ଅଂଶୁଘାତ ସତର୍କତା କାର୍ଯ୍ୟକ୍ରମ
ବାଳକାଟୀ: ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ବାଳକାଟୀ ଠାରେ ଡ଼କ୍ଟର ତନ୍ମୟ ତ୍ରିପାଠୀ ଙ୍କ ଦ୍ଵାରା ଅଂଶୁଘାତ ନହେବା ପାଇଁ କିପରି ସତର୍କତା ଅବଲମ୍ବନ କରିବା ସେହି ସମ୍ପର୍କେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | CHO, ANM ଆଶା, ଅଙ୍ଗନବାଡି କର୍ମୀ,ସୁପରଭାଇଜର ଉପସ୍ଥିତ








