
“ଓଡ଼ିଆ କଳାକାରଙ୍କ ସ୍ୱର, ଆସନ୍ତା ଜୁଲାଇ ମାସ ୨୪ ତାରିଖ ଦିନ ସ୍ଥାନୀୟ ଭଞ୍ଜ କଳାମଣ୍ଡପ, ଭୁବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ କଳାକାର ଦିବସ ଆୟୋଜନ
ଭୁବନେଶ୍ବର – “ଓଡ଼ିଆ କଳାକାରଙ୍କ ସ୍ୱର” (OKS), ପରିବାର ପକ୍ଷରୁ ଆସନ୍ତା ଜୁଲାଇ ମାସ ୨୪ ତାରିଖ ଦିନ ସ୍ଥାନୀୟ ଭଞ୍ଜ କଳାମଣ୍ଡପ, ଭୁବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ କଳାକାର ଦିବସ ଆୟୋଜନ କରାଯାଉଅଛି । ଏହି କଳାକାର ଦିବସ ଗତ







