ରାଜ୍ୟ

ରାଜ୍ୟ

ଆଜିବି ବଞ୍ଚି ରହିଚି ନିଆରା କଣ୍ଢେଇ ବିବାହ

ଧଉଳି: ବାଜାବାଣ, ରୋଷଣି ସାଙ୍ଗକୁ ଆଲୋକ ମାଳାରେ ଝଲସି ଉଠିଥିଲା ବାଳକାଟିର ବିଭିନ୍ନ ସାହିର ଗାଁଦାଣ୍ଡ । ମନ୍ତ୍ରଧ୍ୱନିରେ କମ୍ପୁଥିଲା ବିବାହ ମଣ୍ଡପ l ବିବାହ ହେଉଥିଲା ଦୁଇଜଣ କନ୍ୟାଙ୍କ ମଧ୍ୟରେ । ଯାହାକୁ ଆମ ସମାଜରେ କଣ୍ଢେଇ ବାହାଘର ବା

Read More »
ରାଜ୍ୟ

ବାଙ୍କୁଆଳ ଗ୍ରାମରେ ୩୦ତମ ମା’ ଗଜଲକ୍ଷ୍ମୀ ପୂଜା

ବାଲିଅନ୍ତା: ଏକାମ୍ର ନିର୍ବାଚନମଣ୍ଡଳୀ ଅଧୂନ ଵାସୁଆଘାଇ ପଞ୍ଚାୟତ ବାଙ୍କୁଆଳ ଗ୍ରାମରେ ୩୧ ତମ ମା’ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ମା’ ଗଜଲକ୍ଷ୍ମୀ ପୂଜା କମିଟି ଏବଂ ବାଙ୍କୁଆଳ ଗ୍ରାମ୍ୟ କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ପୂଜା ମହାଡମ୍ବରରେ ପାଳିତ

Read More »
ରାଜ୍ୟ

ଆଦିତ୍ୟଙ୍କ ନିଟ ସଫଳତା

ଭୁବନେଶ୍ୱର: ଜଟଣୀ, ଗୋଡ଼ିପୁଟମାଟିଆପଡା ନିବାସୀ, ଓଡ଼ିଆ ମାତୃପ୍ରାଣ, ଯୁବ ସମାଜସେବୀ ଆଦିତ୍ୟ ପ୍ରସାଦ ସାହୁ ଚଳିତ ବର୍ଷ ନିଟ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ଆଡମିଶନ କରି ଡାକ୍ତରି ପାଠ ଅଧ୍ୟୟନ କରିବାକୁ ଯାଉଛନ୍ତି

Read More »
ରାଜ୍ୟ

ବସୁନ୍ଧରା ଯୋଜନା ରେ ଘର ଡିହ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

କଳାହାଣ୍ଡି,(ପ୍ୟାରିଲାଲ ଦୁର୍ଗା): ଧର୍ମଗଡ଼ ବ୍ଲକ ବେହେରା- ଧଅଂରପୁର ରାଜସ୍ୱ ନିରୀକ୍ଷକ ଅଧିନ ବିଭିନ୍ନ ଗ୍ରାମ ର ହିତାଧିକାରୀଙ୍କୁ ଘରଡିହ ପଟ୍ଟା ବଣ୍ଟନ ହୋଇ ହୋଇଯାଇଛି । ଏହି ଅବସରରେ ବେହେରା ସ୍ଥିତ ରାଜସ୍ୱ ନିରୀକ୍ଷକ ଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏକ

Read More »
ରାଜ୍ୟ

ଧୂମଧାମରେ ମାଣିକାଗୋଡ଼ା ଦଶହରା ପାଳିତ

ମାଣିକାଗୋଡ଼ା: ଦଶହରାରେ ସାରା ରାଜ୍ୟ ଉତ୍ସବ ମୁଖର ହୋଇଥିବାବେଳେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା ଖୁବ୍ ଧୂମଧାମରେ ପାଳନ କରିଥାନ୍ତି ଖୋର୍ଦ୍ଧାଜିଲ୍ଲାର ମାଣିକାଗୋଡ଼ା ଗ୍ରାମବାସୀମାନେ। ଏହି ଗ୍ରାମରେ ଦଶହରାକୁ ବହୁ ଆଡମ୍ବର ସହକାରେ ପାଳନ କରାଯାଇଥାଏ। ଏହି ଦଶହରା ପର୍ବ ଅବସରରେ ଏକ

Read More »
ରାଜ୍ୟ

ଦେଓଗାଁ ଜରାସିଂହା ପାଟଖଣ୍ଡା ଯାତ୍ରା : ଦେବୀଙ୍କ ବାହୁଡ଼ା ବିଜୟ ସମ୍ପନ୍ନ

ବଲାଙ୍ଗିର: ବଲାଙ୍ଗିର ଦେଓଗାଁ ବ୍ଲକ ଜରାସିଂହା ଯାତ୍ରାର ବଉରାପିଟା ଗୁଡ଼ିରୁ ନିଶିଗୁଡ଼ି ଖଳାକୁ ରବିବାର ସକାଳ ୯ଟାରେ ମାଁ ପାଟଖଣ୍ଡା ଦେବୀଙ୍କ ଆଗମନ ହୋଇଥିଲା । ସେହିପରି ଅପରାହ୍ନ ୧ଟା ପରେ ଜେନାପୂଜା ଓ ବିରୁପାଣି ପୂଜା ଏବଂ ରାତ୍ର ୯ଟାରେ

Read More »
ମହାନଗର

ନୃତ୍ୟନିପୁଣା ଓଡିଶୀ ନୃତ୍ୟ ଅନୁଷ୍ଠାନ ର ଷଷ୍ଠତମ ନୃତ୍ୟ ମହୋତ୍ସବ

ଭୁବନେଶ୍ଵର: ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆଗାମୀ ଅକ୍ଟୋବର ୧୧ତାରିଖ, ଶନିବାର ଦିନ “ନୃତ୍ୟନିପୂଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ” ତରଫରୁ ଭୁବନେଶ୍ଵରସ୍ଥିତ, ୟୁନିଟ -୩ର ବୁଦ୍ଧ ମନ୍ଦିରର ନୁତନ ପ୍ରେକ୍ଷାଳୟ ଠାରେ ଷଷ୍ଠ ତମ ନୃତ୍ୟ ଉତ୍ସବର ଆୟୋଜନ

Read More »
ରାଜ୍ୟ

ଚାନ୍ଦବାଲି ବ୍ଲକରେ ଯୋଗଶିକ୍ଷକଙ୍କର ଗୁରୁତ୍ୟପୂର୍ଣ୍ଣ ବୈଠକ ଅନୁଷ୍ଠିତ

ଚାନ୍ଦବାଲି: ପ୍ରଥମଥର ପାଇଁ ଚାନ୍ଦବାଲି ବ୍ଲକରେ ଯୋଗପ୍ରଶିକ୍ଷଣ ମାନଙ୍କର ଏକ ବୈଠକ ଅନୁଷ୍ଟିତ ହୋଇଥିଲା | ବୈଠକରେ ଜିଲ୍ଲାସଭାପତି ସୁରେଶ ନାୟକ, ଉପଦ୍ରେଷ୍ଟା ରମାକାନ୍ତ ପାଣୀଗ୍ରାହୀ, ସମ୍ପାଦକ ସୂର୍ଯ୍ଯକାନ୍ତ ନାୟକ ଏବଂ ମହାନ ଯୋଗୀ ତଥା ଆଦରଣୀୟ ବଡଭଉଣୀ ଗୀତାରାଣୀ ସାଙ୍କ

Read More »
ରାଜ୍ୟ

ଝରଣେଶ୍ୱର ମହାଦେବଙ୍କ ମନ୍ଦିର ସଫେଇ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନ: ସାମାଜିକ ସଂଗଠନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ର ସମସ୍ତ ସ୍ୱେଚ୍ଛାସେବୀଙ୍କ ଦ୍ୱାରା ବାବା ଝରଣେଶ୍ୱର ମନ୍ଦିର ପ୍ରାଙ୍ଗଣ ସଫେଇ ଓ ଚତୁଃପାଶ୍ୱର୍ରେ ବୃକ୍ଷରୋପଣ କରିଥିବା ଦେଖିବାକୁ ମିଳିଛି । ଏଥିରେ ବରିଷ୍ଠ ସ୍ୱେଚ୍ଛାସେବୀ ସତ୍ୟବାଦୀ ରଣା, ବିକ୍ରମ ରଣା,

Read More »
ରାଜ୍ୟ

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଟ୍ରାଏଲ ଇରିଗେସନ ଆରମ୍ଭ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସକତେଲ ଡ୍ୟାମ୍‌ର ଦ୍ୱିତୀୟ ବନ୍ୟାଜଳ ରବିବାର ଅପରାହ୍ଣ ୪ଟାରେ ଛଡାଯାଇଛି। ଡ୍ୟାମ ଭିତର ଜଳସ୍ତର ୧୯୯ ମିଟର ପହଞ୍ଚିବା ପରେ ଡ୍ୟାମ୍‌ର ସ୍ଥିତି ଆକଳନ କରାଯାଇ ବନ୍ୟା ଜଳ ଛଡାଯାଇଥିବା ସୂଚନା ମିଳିଛି। ଡ୍ୟାମର ଦ୍ୱିତୀୟ ବନ୍ୟା

Read More »

You cannot copy content of this page