
ତୁଷୁରାରେ ନିଃଶୁଳ୍କ ଅଙ୍ଗ ପ୍ରତ୍ୟାରୋପଣ ଶିବର ଉଦଘାଟିତ
ବଲାଙ୍ଗିର: ସ୍ଵତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ତୁଷୁରା ମାରୱାଡି ଯୁବାମଞ୍ଚ ଓ ଜାଗୃତି ଶାଖାର ଆନୁକୂଲ୍ୟରେ ଶ୍ରୀ ମହାବୀର ବିକଳାଙ୍ଗ ସହାୟତା ସମିତି, ରାଞ୍ଚିର ମିଳିତ ତତ୍ତ୍ବାବଧାନରେ ବଲାଙ୍ଗୀର ଜିଲ୍ଲା ତୁଷୁରା ଅଗ୍ରସେନ ଭବନ ଠାରେ ନିଃଶୁଳ୍କ ଅଙ୍ଗ ପ୍ରତ୍ୟାରୋପଣ ଶିବର








