
ଡଃ ବାବାସାହେବ ଅମ୍ବେଦକର ଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ପାଳିତ
ଧର୍ମଗଡ ୧୪/୪(ଜନ୍ମେଜୟ ନାଏକ ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଖମାରହଳଦୀ ଗ୍ରାମ ପଞ୍ଚାୟତ ସ୍ତରୀୟ ଖମାରାହଳଦୀ କ୍ଳବ୍ ଠାରେ ମାନବତାବାଦି ବିଚାରମଞ୍ଚ ତରଫରୁ ଭାରତ ରତ୍ନ ଡଃ ବାବାସାହେବ ଅମ୍ବେଦକରଙ୍କ ୧୩୪ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି ।








