
“ଆମେ ଜାଣିବା, ଆମେ ଜିଣିବା “କାର୍ଯ୍ୟକ୍ରମ ଅନୁଷ୍ଠିତ
ଦାରିଙ୍ଗବାଡ଼ି: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଝିଞ୍ଜିରୀଗୁଡା ପଞ୍ଚାୟତ ର ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶନିବାର ଦିନ ‘ଆମେ ଜାଣିବା, ଆମେ ଜିଣିବା ‘ କାର୍ଯକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ପ୍ରଧାନ ଶିକ୍ଷକ








