
ଫୁଲବାଣୀ ଠାରେ ଜିଲ୍ଲା ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ
ଫୁଲବାଣୀ ୧୭/୨: ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟର ମିଳିତ ସହଯୋଗ ରେ ଜିଲ୍ଲା ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ ଗାନ୍ଧୀ ସ୍ମୃତି ଭବନଠାରେ ଆୟୋଜିତ ହୋଇଯାଇଛି । ମାନ୍ୟବର ସାଂସଦ, କନ୍ଧମାଳ ସୁକାନ୍ତ କୁମାର ପାଣିଗ୍ରାହା ମୁଖ୍ୟ








