
ପାଟଣାଗଡ଼ ବ୍ରହ୍ମପୁରା ସଅଁରାପଡ଼ା ଗଣହତ୍ୟା ମାମଲା : ବାପା ପୁଅ ଦୁହେଁ ଗିରଫ
ବଲାଙ୍ଗିର: ୨୦୨୦ ମସିହା ନଭେମ୍ବର ୧୧ ତାରିଖ ଦିନ ପାଟଣାଗଡ଼ ଥାନା ବ୍ରହ୍ମପୁରା ନିକଟସ୍ଥ ସଅଁରାପଡ଼ା ସଂଲଗ୍ନ କୁସୁମକାନୀ ଗଣହତ୍ୟାର ୬ ଅଭିଯୁକ୍ତକୁ ପୁଲିସ ଗିରଫ କରି ସେତେବେଳେ ଜେଲ ପଠାଇଥିଲା । ତେବେ ଏହି ହତ୍ୟାକାଣ୍ଡର ମାଷ୍ଟର ମାଇଣ୍ଡ ଗଙ୍ଗୱା








