
ଭିଜିଲାନ୍ସ ଜାଲରେ ଜୁନାଗଡ଼ ଥାନା ର ଏଏସ୍ଆଇ
ଧରିବା ପୂର୍ବରୁ ଥାନାରୁ ଫେରାର କଳାହାଣ୍ଡି, ୨୭|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ








