
ପୁଣି ଇତିହାସ ରଚିଲା ଭାରତ ଟି-୨୦ ବିଶ୍ୱକପ୍ ରେ ଭାରତ ବିଶ୍ୱବିଜେତା
ନରେନ୍ଦ୍ର ମୋଦି ଷ୍ଟାଡିୟରେ ଭାରତୀୟ ଟିମ ଲେଖିଛି ନୂଆ ଇତିହାସ । ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସତ ହୋଇଛି ହିଷ୍ଟ୍ରୀ ରିପିଟ, ହିଷ୍ଟ୍ରୀ ଡିଫିଟ ନାରା । କ୍ରମାଗତ ଦ୍ୱିତୀୟ ଥର ପାଇଁ ସୂର୍ଯ୍ୟ କୁମାର ଯାଦବଙ୍କ ଭାରତୀୟ ଟିମ ଜିତିଛି
Home // ଖେଳ

ନରେନ୍ଦ୍ର ମୋଦି ଷ୍ଟାଡିୟରେ ଭାରତୀୟ ଟିମ ଲେଖିଛି ନୂଆ ଇତିହାସ । ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସତ ହୋଇଛି ହିଷ୍ଟ୍ରୀ ରିପିଟ, ହିଷ୍ଟ୍ରୀ ଡିଫିଟ ନାରା । କ୍ରମାଗତ ଦ୍ୱିତୀୟ ଥର ପାଇଁ ସୂର୍ଯ୍ୟ କୁମାର ଯାଦବଙ୍କ ଭାରତୀୟ ଟିମ ଜିତିଛି

କଟକ: ଭାରତ ବନାମ ଦକ୍ଷିଣ ଆଫ୍ରିକା ଲାଇଭ୍ ସ୍କୋର, ପ୍ରଥମ ଟି-୨୦ ମ୍ୟାଚ୍ (ଭାରତ ଜାତୀୟ କ୍ରିକେଟ୍ ଦଳ ବନାମ ଦକ୍ଷିଣ ଆଫ୍ରିକା ଜାତୀୟ କ୍ରିକେଟ୍ ଦଳ): ହାର୍ଦ୍ଦିକ ପାଣ୍ଡ୍ୟା ୨୮ ବଲ୍ ରେ ୫୯ ରନର ଏକ ଚମତ୍କାର ଅପରାଜିତ

କଟକ: ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଚଳିତ ଡିସେମ୍ବର ମାସ ୯ ତାରିଖରେ ଟି-୨୦ କ୍ରିକେଟ୍ ମ୍ୟାଚ୍ ଖେଳାଯିବାର ସ୍ଥିର ହୋଇଯାଇଛି। ମ୍ୟାଚ୍ରେ ଭାରତ ବିପକ୍ଷରେ ଦକ୍ଷିଣ ଆଫ୍ରିକା ଟିମ୍ ଭେଟିବାକୁ ଯାଉଛି। ତିନି ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳା ପାଇଁ ବାରବାଟୀରେ ପ୍ରସ୍ତୁତି

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ହରିପୁର ଗ୍ରାମସ୍ଥ ଲକ୍ଷ୍ମୀଧର ସରକାରୀ ଉଚ୍ଚ ବିଦ୍ୟାଳୟର ଖେଳପଡିଆ ପରିସରରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ବାବା ପ୍ରତାପେଶ୍ୱର ଦେବ ଫୁଟବଲ ଆସୋସିଏସନ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ

କ୍ରିକେଟ୍ ଖେଳ ପ୍ରତି ରୁଚି ରଖୁଛନ୍ତି ବର୍ତ୍ତମାନର ଯୁବ ପ୍ରତିଭାବଲାଙ୍ଗୀର: ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମରେ ଜିଲ୍ଲା ଏଥେଲେଟିକ ଏସୋସିଏସନ୍ ର ସହଯୋଗ ଫଳରେ ଗତ କିଛି ମାସରୁ ଆରମ୍ଭ ହୋଇଥିବା ଯୁବ କ୍ରିକେଟ୍ ପ୍ରତିଭାଙ୍କୁ କିଛିଟା ପ୍ରଶିକ୍ଷଣ ତାଲିମ ଓ ଯୁବା

ଅହମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ସମ୍ମୁଖୀନ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ। ତେଣୁ ୧୮ଶ ସଂସ୍କରଣରେ ଆଇପିଏଲ୍କୁ ମିଳିବ ନୂଆ ବିଜେତା। ବିରାଟ କୋହଲିଙ୍କ ଜର୍ସି ନମ୍ବର ହେଉଛି ୧୮। ପାଖାପାଖି ଦୁଇ ଦଶନ୍ଧି

ବାଲିଅନ୍ତା, ୨୫|୪: ବାଳକାଟି କଲେଜ ପଡିଆରେ ବାଲିଅନ୍ତା ପ୍ରଶାସନ ଏକାଦଶ ଏବଂ ବାଲିଅନ୍ତା ମେଡ଼ିଆ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି l ଏହାକୁ ତହସିଲଦାର ବିମଳ ଚନ୍ଦ୍ର ଲେଙ୍କା ଉଦଘାଟନ କରିଥିଲେ l ପ୍ରାରମ୍ଭିକ କାର୍ଯ୍ୟକ୍ରମରେ ଜାମ୍ମୁକାଶ୍ମୀର

ବାଲିଅନ୍ତା: ଟ୍ୱିନ୍ ସିଟି ପ୍ରେସ କ୍ଲବ୍ ତରଫରୁ ବ୍ରାହ୍ମଣଝରିଲୋ କୋଲ୍ଡ ଷ୍ଟୋର ଖେଳପଡିଆ ଠାରେ ଆୟୋଜିତ ମିଡ଼ିଆ କପ୍-୨0୨୫ କ୍ରିକେଟ ପ୍ରତିଯୋଗିତାରେ ଜୟଦେବ ନିର୍ବାଚନମଣ୍ଡଳୀ ଅନ୍ତର୍ଭୁକ୍ତ ବାଲିପାଟଣା ପ୍ରେସ କ୍ଲବ୍ ଚମ୍ପିୟାନ ହୋଇଥିବା ବେଳେ ବାଲିଅନ୍ତା-ଧଉଳି-ପାହାଳ କାର୍ଯ୍ୟରତ ସାମ୍ବାଦିକ ରନର୍ସଅପ ହୋଇଛନ୍ତି

ଦାରିଙ୍ଗବାଡି,(୨୫/୩.2025): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ମିଳିତ ଯୁବ ସଙ୍ଘ ଆନୁକୁଲ୍ୟରେ ଏକ ବନ୍ଧୁତ୍ବ ପୂର୍ଣ୍ଣ କ୍ରିକେଟ୍ ଟୋର୍ଣ୍ଣାମେଣ୍ଟ ର ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ସ୍ଥାନୀୟ ହାଟ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଦୀର୍ଘ ବର୍ଷର ବ୍ୟବଧାନ

କଳାହାଣ୍ଡି, ୨୨|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଧର୍ମଗତ ବ୍ଲକ ଅନ୍ତର୍ଗତ ଛଞ୍ଚାଣ ବାହାଲି ଠାରେ ତିନି ଦିନ ଧରି ଚାଲିଥିବା ଜିଲ୍ଲା ସ୍ତରୀୟ କ୍ରୀଡ଼ା ମିଳନ ମହୋତ୍ସବ ଉଦ୍ ଯାପିତ ହୋଇ ଯାଇଛି । କଳାହାଣ୍ଡି ନେହେରୁ ଯୁବକେନ୍ଦ୍ର
You cannot copy content of this page