
ବାଆଦୀ ଠାକୁର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ବାଞ୍ଜିବାହାଲକୁ ହରାଇ ବଡପୁଝାରୀଗୁଡା ଦଳ ଚମ୍ପିୟାନ କୋକସରା,୧୮।୨(ଚକ୍ରଧର ବେଶ୍ରା): କୋକସରା ବ୍ଳକ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତର ତଲାଗାଁ ବାଆଦୀ ଠାକୁର କ୍ରିକେଟ କ୍ଳବ ଆନୁକୂଲ୍ୟରେ ସ୍ଥାନୀୟ ଖୋଲ ପଡ଼ିଆରେ ଚାଲିଥିବା କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ଖେଳ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ବାଞ୍ଜିବାହାଲକୁ








