
ଫ୍ରାଇଡେ ରିଲିଜ୍: ମୁକ୍ତିଲାଭ କରିଛି ‘ପରବ୍’
ସିନେମା ହଲରେ ପ୍ରଶଂସା ସାଉଣ୍ଟୁଛି ଫିଲ୍ମ ‘ପରବ’ ଭୁବନେଶ୍ବର: ଓଡ଼ିଶା ଆନ୍ଧ୍ର ସୀମାନ୍ତର ସତ ଘଟଣା ଉପରେ ଆଧାରିତ ଓଡ଼ିଆ ଚଳଚ୍ଚିତ୍ର ‘ପରବ୍’ ଶୁକ୍ରବାର ମୁକ୍ତିଲାଭ କରିସାରିଛି।। ୧୯୩୬ ମସିହା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହେବା ପରେ ଆନ୍ଧ୍ରପ୍ରଦେଶରେ ରହି