
ନୂଆ ମ୍ୟୁଜିକ୍ ଭିଡିଓରେ ଶିବରାମ ଓ ଦୀପ୍ତି
ଶିବରାମ ଅଫିସିଆଲ୍ ନିବେଦିତ ନୂଆ ଓଡ଼ିଆ ରୋମାଣ୍ଟିକ୍ ମ୍ୟୁସିକ୍ ଭିଡିଓ “ପ୍ରିୟସି’ ବହୁତ୍ ଜଲଦି ଆପଣଙ୍କ ନିକଟକୁ ଆସିବାକୁ ଯାଉଛି ଓ ରିଲିଜ୍ ହେବାକୁ ଯାଉଛି। ଏହି ମ୍ୟୁସିକ୍ ଭିଡିଓରେ ନିର୍ଦ୍ଦେଶକ ଆନନ୍ଦ କୁମାର ନିର୍ଦ୍ଦେଶନା ଦେଇଥିବା ବେଳେ ପ୍ରଯୋଜନା ଦାୟିତ୍ୱ








