
ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ
ମୁଁ ନିର୍ବାଚନ ଜିତିଲେ ବଲିଉଡରେ ଆଉ କାମ କରିବିନି ବୋଲି କହିଛନ୍ତି ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ । ପୂରାପୁରି ରାଜନୀତିରେ ସକ୍ରିୟ ରହି ଲୋକଙ୍କ ପାଇଁ କାମ କରିବେ। ନିକଟରେ ଏକ ସାକ୍ଷାତକାର୍ରେ ଏଭଳି ଘୋଷଣା କରିଛନ୍ତି ଖୋଦ୍ ଅଭିନେତ୍ରୀ