
‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ୍ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଦୁଇଦିନିଆ କନକ୍ଲେଭ୍ ରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ