
ପ୍ରଦୁ୍ୟମ୍ନ ଶତପଥୀ ଏକ ଅବିସ୍ମରଣୀୟ ପ୍ରତିଭା : ସ୍ୱାମୀ ବ୍ରହ୍ମାନନ୍ଦ
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ତଥା ବିଚ୍ଛିନ୍ନାଞ୍ଚଳ ଓଡ଼ିଆଙ୍କ ପାଇଁ ଦୀର୍ଘ ୪୫ ବର୍ଷ ଧରି କାର୍ଯ୍ୟ କରି ଆସୁଥିବା ବାଗ୍ମୀ ପ୍ରଦୁ୍ୟମ୍ନ ଶତପଥୀଙ୍କ ସ୍ୱନକ୍ଷତ୍ର ଉତ୍ସବ ବୁଧବାର ସନ୍ଧ୍ୟାରେ ବୁଦ୍ଧମନ୍ଦିର ସଭାଗୃହରେ ବାଗ୍ମୀ ପ୍ରଦୁ୍ୟମ୍ନ ପ୍ରଣାମ ଉତ୍ସବ ଭାବେ








