
ସାମ୍ବାଦିକଙ୍କ ସାମାଜିକ ସୁରକ୍ଷା ନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସହ ଉତ୍କଳ ସାମ୍ବାଦିକ ସଂଘର ଆଲୋଚନା
ଭୁବନେଶ୍ୱର: ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରାଜ୍ୟର ସମସ୍ତ ସାମ୍ବାଦିକଙ୍କୁ ପେନସନ୍ ପ୍ରଦାନ ଓ ଅଧିସ୍ବୀକୃତି କମିଟି ଗଠନ ସହ ଜିଲ୍ଲା ଓ ରାଜ୍ୟ ସ୍ତରରେ ଯୋଗ୍ୟ ସାମ୍ବାଦିକଙ୍କୁ ସରକାରୀ ମାନ୍ୟତା ପ୍ରଦାନ ପାଇଁ ଅତିରିକ୍ତ ମୂଖ୍ୟ ଶାସନ ସଚିବ








