
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟା ପଦୋନ୍ନତି
କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ACS) ପାହ୍ୟାକୁ ପଦୋନ୍ନତି ମିଳିଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ








