
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ୧୯ଜଣ ଓଏଏସ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ନିର୍ବାଚନ କମିଶନରେ ଯୁଗ୍ମ ସଚିବ ଶ୍ୱେତ କୁମାର ଦାଶଙ୍କୁ ବ୍ରହ୍ମପୁର ଖଲ୍ଲିକୋଟ ବିଶ୍ବବିଦ୍ୟାଳୟର କୁଳସଚିବ ଭାବେ ବଦଳି








