
ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିପାରେ : ସିଇସି
ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବାୟୁ ପ୍ରବାହର ପ୍ରଭାବରେ ମହାରାଷ୍ଟ୍ର, ତେଲେଙ୍ଗାନା ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାଗୁଡ଼ିକୁ ଜୁନ ୯ ଓ ୧୦ ସୁଦ୍ଧା ମୌସୁମୀ ଛୁଇଁବ ବୋଲି ସିଇସିର ନିଦେ୍ର୍ଦଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି । ଆରବ







